1 Corinthians 9:21 — Compare Translations
7 translations compared side by side
Odia - 1840
"ମୁଁ ପରମେଶ୍ବରଙ୍କ ବ୍ଯବସ୍ଥାରୁ ମୁକ୍ତ ନୁହେଁ। ମାତ୍ର ମୁଁ ଖ୍ରୀଷ୍ଟଙ୍କ ବ୍ଯବସ୍ଥାର ଅଧୀନ। ତଥାପି ମୁଁ ଯେପରି ବ୍ଯବସ୍ଥା ବିହୀନ ଲୋକମାନଙ୍କୁ ଉଦ୍ଧାର କରିପା ରେ, ତେଣୁ ମୁଁ ସମାନଙ୍କେ ନିକଟରେ ବ୍ଯବସ୍ଥା ବିହୀନ ଲୋକପରି ହଲିେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ମୁଁ ବ୍ୟବସ୍ଥାବିହୀନ ଲୋକମାନଙ୍କୁ ଲାଭ କରି ପାରେ, ଏଥିପାଇଁ ମୁଁ ଈଶ୍ଵରଙ୍କ ବ୍ୟବସ୍ଥାବିହୀନ ନ ହୋଇ ଖ୍ରୀଷ୍ଟଙ୍କ ବ୍ୟବସ୍ଥାର ଅନୁଗତ ହେଲେହେଁ ବ୍ୟବସ୍ଥାବିହୀନ ଲୋକମାନଙ୍କ ନିକଟରେ ବ୍ୟବସ୍ଥା-ବିହୀନ ପରି ହେଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହିପରି ଅଣଇହୁଦୀମାନଙ୍କୁ ଲାଭ କରିବା ପାଇଁ ମୁଁ ସେମାନଙ୍କ ମଧ୍ୟରେ କାର୍ଯ୍ୟ କରିବାବେଳେ ଅଣଇହୁଦୀମାନଙ୍କ ପରି ବ୍ୟବସ୍ଥା ବହିର୍ଭୂତ ଆଚରଣ କରିଛି। ଏହାର ଅର୍ଥ ନୁହେଁ ଯେ, ମୁଁ ଈଶ୍ୱରଙ୍କ ବିଧିବିଧାନ ପାଳନ କରେ ନାହିଁ। ପ୍ରକୃତରେ ମୁଁ ଖ୍ରୀଷ୍ଟଙ୍କ ବ୍ୟବସ୍ଥାର ଅଧୀନ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ପରମେଶ୍ୱରଙ୍କ ବ୍ୟବସ୍ଥାରୁ ମୁକ୍ତ ନୁହେଁ। ମାତ୍ର ମୁଁ ଖ୍ରୀଷ୍ଟଙ୍କ ବ୍ୟବସ୍ଥାର ଅଧୀନ। ତଥାପି ମୁଁ ଯେପରି ବ୍ୟବସ୍ଥା ବିହୀନ ଲୋକମାନଙ୍କୁ ଉଦ୍ଧାର କରିପାରେ, ତେଣୁ ମୁଁ ସେମାନଙ୍କ ନିକଟରେ ବ୍ୟବସ୍ଥା ବିହୀନ ଲୋକପରି ହେଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ମୁଁ ମୋଶାଙ୍କ ବ୍ୟବସ୍ଥାବିହୀନ ଲୋକମାନଙ୍କୁ ଲାଭ କରିପାରେ, ଏଥିପାଇଁ ମୁଁ ଈଶ୍ବରଙ୍କ ବ୍ୟବସ୍ଥାବିହୀନ ନ ହୋଇ ଏବଂ ଖ୍ରୀଷ୍ଟଙ୍କ ବ୍ୟବସ୍ଥାର ଅନୁଗତ ହେଲେ ହେଁ ମୋଶାଙ୍କ ବ୍ୟବସ୍ଥାବିହୀନ ଲୋକମାନଙ୍କ ନିକଟରେ ମୋଶାଙ୍କ ବ୍ୟବସ୍ଥାବିହୀନ ପରି ହେଲି।
Odia IRV 2017 (ଓଡିଆ ବାଇବେଲ)
ଯେପରି ମୁଁ ମୋଶାଙ୍କ ବ୍ୟବସ୍ଥାବିହୀନ ଲୋକମାନଙ୍କୁ ଲାଭ କରି ପାରେ, ଏଥିପାଇଁ ମୁଁ ଈଶ୍ୱରଙ୍କ ମୋଶାଙ୍କ ବ୍ୟବସ୍ଥାବିହୀନ ନ ହୋଇ ଖ୍ରୀଷ୍ଟଙ୍କ ମୋଶାଙ୍କ ବ୍ୟବସ୍ଥାର ଅନୁଗତ ହେଲେ ହେଁ ମୋଶାଙ୍କ ବ୍ୟବସ୍ଥାବିହୀନ ଲୋକମାନଙ୍କ ନିକଟରେ ମୋଶାଙ୍କ ବ୍ୟବସ୍ଥାବିହୀନ ପରି ହେଲି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖಾಯ್ದ್ಯಾಂಚ್ಯಾ ಖಾಯ್ಲ್ ನಸಲ್ಲ್ಯಾಕ್ನಿ ಕಮ್ವುನ್ ಘೆವಸಾಟ್ನಿ ಖಾಯ್ದ್ಯಾಂಚ್ಯಾ ಖಾಯ್ಲ್ ನಸಲ್ಲ್ಯಾಂಚ್ಯಾ ಸಾರ್ಕೆ ಮಿಯಾ ಹೊಲೊ, ತಸೆ ಮಟ್ಲ್ಯಾರ್ ದೆವಾಚೆ ಖಾಯ್ದೆ ನಸ್ತಾನಾ ಮಿಯಾ ಹಾಂವ್ ಮನುನ್ ನ್ಹಯ್, ಖರೆಚ್ ಮಿಯಾ ಕ್ರಿಸ್ತಾಚ್ಯಾ ಖಾಯ್ದ್ಯಾಂಚ್ಯಾ ಖಾಯ್ಲ್ ಹಾಂವ್.