1 Corinthians 9:22 — Compare Translations

7 translations compared side by side

Odia - 1840
"ଯେଉଁମାନେ ଦୁର୍ବଳ ସହେି ଦୂର୍ବଳମାନଙ୍କୁ ଉଦ୍ଧାର କରିବା ପାଇଁ ମୁଁ ମଧ୍ଯ ଦୂର୍ବଳ ହଲିେ। ଯେ ହତେୁ ଯେଉଁ ଉପାୟ ରେ ହେଉ ପେଛ ମୁଁ ଯେପରି ଅନକେ ଲୋକଙ୍କୁ ଉଦ୍ଧାର କରିପାରିବି ସେଥିପାଇଁ ପ୍ରେତ୍ୟକକ ପ୍ରକାରର ଲୋକମାନଙ୍କ ପାଇଁ ମୁଁ ସହେି ପ୍ରକାରର ହଲିେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ମୁଁ ଦୁର୍ବଳମାନଙ୍କୁ ଲାଭ କରି ପାରେ, ଏଥିପାଇଁ ମୁଁ ଦୁର୍ବଳମାନଙ୍କ ନିକଟରେ ଦୁର୍ବଳ ପରି ହେଲି; ଯେପରି ମୁଁ ଯେକୌଣସି ପ୍ରକାରେ କେତେକଙ୍କୁ ରକ୍ଷା କରି ପାରେ, ଏଥିପାଇଁ ମୁଁ ସମସ୍ତଙ୍କ ନିକଟରେ ସବୁପ୍ରକାର ହୋଇଅଛିସସ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ବିଶ୍ୱାସରେ ଦୁର୍ବଳ, ସେମାନଙ୍କୁ ଲାଭ କରିବା ପାଇଁ ମୁଁ ସେମାନଙ୍କ ପରି ହୋଇଛି। ଯେ କୌଣସି ଉପାୟରେ କେତେକଙ୍କୁ ରକ୍ଷା କରିବା ପାଇଁ ମୁଁ ବିଭିନ୍ନ ଭାବରେ ଆଚରଣ କରିଛି।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ଦୁର୍ବଳ ସେହି ଦୂର୍ବଳମାନଙ୍କୁ ଉଦ୍ଧାର କରିବା ପାଇଁ ମୁଁ ମଧ୍ୟ ଦୂର୍ବଳ ହେଲି। ଯେହେତୁ ଯେଉଁ ଉପାୟରେ ହେଉ ପଛେ ମୁଁ ଯେପରି ଅନେକ ଲୋକଙ୍କୁ ଉଦ୍ଧାର କରି ପାରିବି ସେଥିପାଇଁ ପ୍ରତ୍ୟେକ ପ୍ରକାରର ଲୋକମାନଙ୍କ ପାଇଁ ମୁଁ ସେହି ପ୍ରକାରର ହେଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ମୁଁ ଦୁର୍ବଳମାନଙ୍କୁ ଲାଭ କରିପାରେ, ଏଥିପାଇଁ ମୁଁ ଦୁର୍ବଳମାନଙ୍କ ନିକଟରେ ଦୁର୍ବଳ ପରି ହେଲି; ଯେପରି ମୁଁ ଯେକୌଣସି ପ୍ରକାରେ କେତେକଙ୍କୁ ରକ୍ଷା କରିପାରେ, ଏଥିପାଇଁ ମୁଁ ସମସ୍ତଙ୍କ ନିକଟରେ ସବୁପ୍ରକାର ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଯେପରି ମୁଁ ଦୁର୍ବଳ ମାନଙ୍କୁ ଲାଭ କରି ପାରେ, ଏଥିପାଇଁ ମୁଁ ଦୁର୍ବଳମାନଙ୍କ ନିକଟରେ ଦୁର୍ବଳ ପରି ହେଲି; ଯେପରି ମୁଁ ଯେକୌଣସି ପ୍ରକାରେ କେତେକଙ୍କୁ ରକ୍ଷା କରି ପାରେ, ଏଥିପାଇଁ ମୁଁ ସମସ୍ତଙ୍କ ନିକଟରେ ସବୁପ୍ରକାର ହୋଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬಳ್ ನಸಲ್ಲ್ಯಾಕ್ನಿ ಕಮ್ವುನ್ ಘೆವಸಾಟ್ನಿ ಬಳ್ ನತ್ತ್ಯಾಂಚ್ಯಾ ಮದ್ದಿ ಮಿಯಾ ಬಳ್ ನಸಲ್ಲೊ ಹೊಲೊ. ಕಸೆ ತರ್ಬಿ ಕರುನ್ ಉಲ್ಲ್ಯಾಸ್ಯಾಕ್ನಿ ಹುರ್ವುನ್ ಘೆವಸಾಟ್ನಿ ಕೊನಾ ಕೊನಾಕ್ ಕಾಯ್ ಕಾಯ್ ಹೊವ್ಚೆ ತೆ ಮಿಯಾ ಹೊಲೊ.