1 Corinthians 9:24 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ଜାଣ ଯେ ଦୌଡ଼ ପ୍ରତିୟୋଗିତା ରେ ସମସ୍ତେ ଦୌଡ଼ନ୍ତି, କିନ୍ତୁ ତାଙ୍କ ଭିତରୁ ମାତ୍ର ଜଣକୁ ପୁରସ୍କାର ମିଳେ। ତୁମ୍ଭମାନେେ ଯେପରି ଜିତିବ, ସେପ୍ରକାର ଦୌଡ଼।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ରଙ୍ଗଭୂମିରେ ଦୌଡ଼ନ୍ତି, ସେମାନେ ସମସ୍ତେ ଦୌଡ଼ନ୍ତି ସତ, କିନ୍ତୁ କେବଳ ଜଣେ ଯେ ପଣ ପାଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? ତୁମ୍ଭେମାନେ ଯେପରି ପଣ ପାଇବ, ଏଥିପାଇଁ ସେହିପରି ଦୌଡ଼ ।
Odia BSI (ପବିତ୍ର ବାଇବଲ (CL) NT (BSI))
କ’ଣ ଜାଣ ନାହିଁ ଯେ, ପ୍ରତିଯୋଗିତାରେ ଅନେକେ ଅଂଶ ଗ୍ରହଣ କରନ୍ତି, କିନ୍ତୁ ଜଣେ ପୁରସ୍କୃତ ହୁଏ? ତୁମ୍ଭେମାନେ ଏପରି ଭାବରେ ଦୌଡ଼, ଯେପରି ପୁରସ୍କାର ଲାଭ କରି ପାରିବ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଜାଣ ଯେ, ଦୌଡ଼ ପ୍ରତିଯୋଗିତାରେ ସମସ୍ତେ ଦୌଡ଼ନ୍ତି, କିନ୍ତୁ ତାଙ୍କ ଭିତରୁ ମାତ୍ର ଜଣକୁ ପୁରସ୍କାର ମିଳେ। ତୁମ୍ଭେମାନେ ଯେପରି ଜିତିବ, ସେପ୍ରକାର ଦୌଡ଼।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ରଙ୍ଗଭୂମିରେ ଦୌଡ଼ନ୍ତି, ସେମାନେ ସମସ୍ତେ ଦୌଡ଼ନ୍ତି ସତ, କିନ୍ତୁ କେବଳ ଜଣେ ଯେ ପଣ ପାଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? ତୁମ୍ଭେମାନେ ଯେପରି ପଣ ପାଇବ, ଏଥିପାଇଁ ସେହିପରି ଦୌଡ଼।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ରଙ୍ଗଭୂମିରେ ଦୌଡ଼ନ୍ତି, ସେମାନେ ସମସ୍ତେ ଦୌଡ଼ନ୍ତି ସତ, କିନ୍ତୁ କେବଳ ଜଣେ ଯେ ପଣ ପାଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? ତୁମ୍ଭେମାନେ ଯେପରି ପଣ ପାଇବ, ଏଥିପାଇଁ ସେହିପରି ଦୌଡ଼ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ಖೆಳಾಚ್ಯಾ ಜಾಗ್ಯಾರ್ ಪಳುಕ್ ಹೊತಲೆ ಸಗ್ಳೆ ಜಾನಾ ಪಳ್ತಾತ್ ತೆ ಖರೆ, ತ್ಯಾತುರ್ ಎಕ್ಲ್ಯಾಕ್ ತವ್ಡೆಚ್ ಭೊಮಾನ್ ಗಾವ್ತಾ, ಹೆ ತುಮ್ಕಾ ಗೊತ್ತ್ ನಾ ಕಾಯ್? ತರ್ ಭೊಮಾನ್ ಗಾಯ್ ಸಾರ್ಕೆ ತುಮಿಬಿ ಪಳಾ.