1 Corinthians 9:25 — Compare Translations
7 translations compared side by side
Odia - 1840
"ଖଳେ ରେ ପ୍ରେତ୍ୟକକ ପ୍ରତି ଯୋଗୀକୁ କଠାେର ପ୍ରଶିକ୍ଷଣ ନବୋକୁ ହୁଏ। ସମାନେେ ମୁକୁଟ ପାଇବା ପାଇଁ ଏହା କରନ୍ତି। ଏହି ମୁକୁଟ ଏକ ଜାଗତିକ ଓ କ୍ଷଣକାଳସ୍ଥାଯୀ ବିଷୟ। କିନ୍ତୁ ଆମ୍ଭେ ଅକ୍ଷୟ ମୁକୁଟ ପାଇବା ପାଇଁ ଏପରି କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେକେହି କ୍ରୀଡ଼ାରେ ପ୍ରତିଦ୍ଵନ୍ଦ୍ଵିତା କରେ, ସେ ସମସ୍ତ ବିଷୟରେ ପରିମିତଭୋଗୀ ହୁଏ; ସେମାନେ କ୍ଷୟଣୀୟ ମୁକୁଟ ପାଇବା ନିମନ୍ତେ ତାହା କରନ୍ତି; ମାତ୍ର ଆମ୍ଭେମାନେ ଅକ୍ଷୟ ମୁକୁଟ ପାଇବା ନିମନ୍ତେ ତାହା କରୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କ୍ରୀଡ଼ା ପ୍ରତିଯୋଗୀମାନେ ତାଲିବେଳେ ସବୁ ବିଷୟରେ ସଂଯମ ଆଚରଣ କରନ୍ତି। ସେମାନେ ନଶ୍ୱର ଜୟମାଲ୍ୟ ଲାଭ କରିବା ଉଦ୍ଦେଶ୍ୟରେ ଏପରି କରି ଥାଆନ୍ତି। କିନ୍ତୁ ଆମେ ଅବିନଶ୍ୱର ଜୟମାଲ୍ୟ ଲାଭ କରିବା ଉଦ୍ଦେଶ୍ୟରେ ଏପରି କରିଥାଉ।
Odia Bible ERV 2004 (ପବିତ୍ର ବାଇବଲ)
ଖେଳରେ ପ୍ରତ୍ୟେକ ପ୍ରତି ଯୋଗୀକୁ କଠୋର ପ୍ରଶିକ୍ଷଣ ନେବାକୁ ହୁଏ। ସେମାନେ ମୁକୁଟ ପାଇବା ପାଇଁ ଏହା କରନ୍ତି। ଏହି ମୁକୁଟ ଏକ ଜାଗତିକ ଓ କ୍ଷଣକାଳସ୍ଥାୟୀ ବିଷୟ। କିନ୍ତୁ ଆମ୍ଭେ ଅକ୍ଷୟ ମୁକୁଟ ପାଇବା ପାଇଁ ଏପରି କରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ କେହି କ୍ରୀଡ଼ାରେ ପ୍ରତିଦ୍ୱନ୍ଦିତା କରେ, ସେ ସମସ୍ତ ବିଷୟରେ ପରିମିତଭୋଗୀ ହୁଏ; ସେମାନେ କ୍ଷୟଣୀୟ ମୁକୁଟ ପାଇବା ନିମନ୍ତେ ତାହା କରନ୍ତି; ମାତ୍ର ଆମ୍ଭେମାନେ ଅକ୍ଷୟ ମୁକୁଟ ପାଇବା ନିମନ୍ତେ ତାହା କରୁ।
Odia IRV 2017 (ଓଡିଆ ବାଇବେଲ)
ଯେ କେହି କ୍ରୀଡ଼ାରେ ପ୍ରତିଦ୍ୱନ୍ଦିତା କରେ, ସେ ସମସ୍ତ ବିଷୟରେ ପରିମିତଭୋଗୀ ହୁଏ; ସେମାନେ କ୍ଷୟଣୀୟ ମୁକୁଟ ପାଇବା ନିମନ୍ତେ ତାହା କରନ୍ତି; ମାତ୍ର ଆମ୍ଭେମାନେ ଅକ୍ଷୟ ମୁକୁଟ ପାଇବା ନିମନ୍ତେ ତାହା କରୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖೆಳಾತ್ ಭಾಗ್ ಘೆತಲೊ ಹರ್ ಎಕ್ಲೊ ಖೆಳ್ಗಾಡಿ ಸಗ್ಳ್ಯಾ ವಿಶಯಾತ್ ಮಿತ್ ಸಂಬಾಳ್ತಾ. ಸರುನ್ ಜಾತಲೆ ಎಕ್ ಭೊಮಾನ್ ಕಮ್ವುಸಾಟಿ ತೊ ಎವ್ಡೊ ತರಾಸ್ ಘೆತಾ; ಖರೆ ಅಮಿ ಕನ್ನಾಚ್ ಸರಿ ನಸಲ್ಲೆ ಭೊಮಾನ್ ಘೆವ್ಕ್ ಸಾಟ್ನಿ ಅಶೆ ಕರ್ತಾಂವ್.