1 Corinthians 9:26 — Compare Translations

7 translations compared side by side

Odia - 1840
"ସେଥିପାଇଁ ମୁଁ ଏକ ଲକ୍ଷ୍ଯ ରେ ଲକ୍ଷ୍ଯସ୍ଥଳକୁ ଦୌଡ଼ୁଅଛି। ମୁଁ ମୁଷ୍ଟି ୟୁଦ୍ଧ କଲାପରି ୟୁଦ୍ଧ କରୁଛି, ବାଯୁ ସଙ୍ଗେ ୟୁଦ୍ଧ କରୁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ ମୁଁ ଦୌଡ଼ୁଅଛି, କିନ୍ତୁ ବିନାଲକ୍ଷ୍ୟରେ ନୁହେଁ, ମୁଁ ମୁଷ୍ଟିଯୁଦ୍ଧ କରୁଅଛି, କିନ୍ତୁ ଶୂନ୍ୟକୁ ଆଘାତ କରିବା ଲୋକ ପରି ନୁହେଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଥିପାଇଁ ମୁଁ ସିଦ୍ଧାସଳଖ ଲକ୍ଷ୍ୟ ସ୍ଥଳ ନିକଟକୁ ଦୌଡ଼େ, ଜଣେ ମୁଷ୍ଟିଯୋଦ୍ଧା ପରି ମୁଁ ନିଜ ମୁଷ୍ଟିର ଆଘାତକୁ ଶୂନ୍ୟରେ ଛାଡ଼ି ଦେବାକୁ ଚାହେଁ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ସେଥିପାଇଁ ମୁଁ ଏକ ଲକ୍ଷ୍ୟରେ ଲକ୍ଷ୍ୟସ୍ଥଳକୁ ଦୌଡ଼ୁଅଛି। ମୁଁ ମୁଷ୍ଟି ଯୁଦ୍ଧ କଲାପରି ଯୁଦ୍ଧ କରୁଛି, ବାୟୁ ସଙ୍ଗେ ଯୁଦ୍ଧ କରୁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ମୁଁ ଦୌଡ଼ୁଅଛି, କିନ୍ତୁ ବିନାଲକ୍ଷ୍ୟରେ ନୁହେଁ, ମୁଁ ମୁଷ୍ଟିଯୁଦ୍ଧ କରୁଅଛି, କିନ୍ତୁ ଶୂନ୍ୟକୁ ଆଘାତ କରିବା ଲୋକ ପରି ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ଅତଏବ ମୁଁ ଦୌଡ଼ୁଅଛି, କିନ୍ତୁ ବିନାଲକ୍ଷ୍ୟରେ ନୁହେଁ, ମୁଁ ମୁଷ୍ଟିଯୁଦ୍ଧ କରୁଅଛି, କିନ୍ତୁ ଶୂନ୍ୟକୁ ଆଘାତ କରିବା ଲୋକ ପରି ନୁହେଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಮನುನುಚ್ ಮಿಯಾ ಎಕ್ ಗುರಿ ನಸಲ್ಯಾಚ್ಯಾ ಸಾರ್ಕೆ ಪಳಿನಾ; ವಾರ್‍ಯಾರ್ ಮುಟ್ಕೆ ಮಾರ್‍ತಲ್ಯಾ ಬಾಸೆನ್ ಮಿಯಾ ಕುಸ್ತಿ ಖೆಳಿನಾ.