1 Corinthians 9:27 — Compare Translations

7 translations compared side by side

Odia - 1840
"ମୁଁ ମାରେ ନିଜ ଶରୀରକୁ ଆଘାତ କରୁଛି। ମୁଁ ଏହାକୁ ମାରେ କ୍ରୀତଦାସ କରୁଛି। ମୁଁ ଏହା କରୁଛି ଯେପରି ମୁଁ ସୁସମାଚାର ପ୍ରଚାର କରିବା ପରେ ନିଜେ ଯେପରି ପରମେଶ୍ବରଙ୍କ ଦ୍ବାରା ଅଗ୍ରାହ୍ଯ ନ ହୁଏ। ଅନ୍ୟ ଲୋକମାନଙ୍କୁ ଉପଦେଶ ଦଲୋ ପରେ ଯେପରି ମୁଁ ପରମେଶ୍ବରଙ୍କ ଦ୍ବାରା ଅଗ୍ରାହ୍ଯ ନ ହୁଏ, ସେଥିପାଇଁ ମୁଁ ମାେ ଶରୀରକୁ ବଶ ରେ ରଖୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନ୍ୟ ଲୋକମାନଙ୍କ ନିକଟରେ ପ୍ରଚାର କରି କାଳେ ମୁଁ ନିଜେ କୌଣସି ପ୍ରକାରେ ଅଗ୍ରାହ୍ୟ ହୁଏ, ଏଥିପାଇଁ ମୋହର ନିଜ ଶରୀରକୁ କଷ୍ଟ ଦେଇ ବଶରେ ଦାସ କରି ରଖୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅନ୍ୟମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିଥିଲେ ମଧ୍ୟ ମୁଁ ନିଜେ ଯେପରି ଅଗ୍ରାହ୍ୟ ନ ହୁଏ, ଏଥିପାଇଁ କଷ୍ଟ ସହ୍ୟ କରି ଶରୀରକୁ କଠିନ କରିଛି ଓ ନିଜ ଆୟତ୍ତାଧୀନ କରି ରଖିଅଛି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମୋର ନିଜ ଶରୀରକୁ ଆଘାତ କରୁଛି। ମୁଁ ଏହାକୁ ମୋର କ୍ରୀତଦାସ କରୁଛି। ମୁଁ ଏହା କରୁଛି ଯେପରି ମୁଁ ସୁସମାଗ୍ଭର ପ୍ରଗ୍ଭର କରିବା ପରେ ନିଜେ ଯେପରି ପରମେଶ୍ୱରଙ୍କ ଦ୍ୱାରା ଅଗ୍ରାହ୍ୟ ନ ହୁଏ। ଅନ୍ୟ ଲୋକମାନଙ୍କୁ ଉପଦେଶ ଦେଲା ପରେ ଯେପରି ମୁଁ ପରମେଶ୍ୱରଙ୍କ ଦ୍ୱାରା ଅଗ୍ରାହ୍ୟ ନ ହୁଏ, ସେଥିପାଇଁ ମୁଁ ମୋ’ ଶରୀରକୁ ବଶରେ ରଖୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନ୍ୟ ଲୋକମାନଙ୍କ ନିକଟରେ ପ୍ରଚାର କରି କାଳେ ମୁଁ ନିଜେ କୌଣସି ପ୍ରକାରେ ଅଗ୍ରାହ୍ୟ ହୁଏ, ଏଥିପାଇଁ ମୋହର ନିଜ ଶରୀରକୁ କଷ୍ଟ ଦେଇ ବଶରେ ଦାସ କରି ରଖୁଅଛି।
Odia IRV 2017 (ଓଡିଆ ବାଇବେଲ)
ଅନ୍ୟ ଲୋକମାନଙ୍କ ନିକଟରେ ପ୍ରଚାର କରି କାଳେ ମୁଁ ନିଜେ କୌଣସି ପ୍ରକାରେ ଅଗ୍ରାହ୍ୟ ହୁଏ, ଏଥିପାଇଁ ମୋହର ନିଜ ଶରୀରକୁ କଷ୍ଟ ଦେଇ ବଶରେ ଦାସ କରି ରଖୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದುಸ್ರ್ಯಾಕ್ನಿ ಮಿಯಾ ಖೆಳುಕ್ ಬಲ್ವಲ್ಲ್ಯಾ ಮಾನಾ ಮಿಯಾಚ್ ಉಪ್ಕಾರಾಕ್ ಪಡಿನಸಲ್ಲೊ ಹೊಯ್ನ್ ಮನ್ತಲ್ಯಾ ಭಿಂಯಾನ್ ಮಾಜ್ಯಾ ಆಂಗಾಕ್ ಮಿಯಾ ತರಾಸ್ ದಿತಾ ಅನಿ ಮಾಜ್ಯಾ ಹತೊಟಿಕ್ ಹಾನ್ತಾ.