1 Corinthians 9:4 — Compare Translations

7 translations compared side by side

Odia - 1840
"ଆମ୍ଭର ଖାଇବା ଓ ପିଇବା ପାଇଁ କ'ଣ ଅଧିକାର ନାହିଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭୋଜନପାନ କରିବାକୁ କଅଣ ଆମ୍ଭମାନଙ୍କର ଅଧିକାର ନାହିଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ମୋର କାର୍ଯ୍ୟ ପାଇଁ ଖାଦ୍ୟ ଓ ପାନୀୟ ଗ୍ରହଣ କରିବାର ଅଧିକର କ’ଣ ମୋର ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ଖାଇବା ଓ ପିଇବା ପାଇଁ କ’ଣ ଅଧିକାର ନାହିଁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭୋଜନପାନ କରିବାକୁ କଅଣ ଆମ୍ଭମାନଙ୍କର ଅଧିକାର ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଭୋଜନପାନ କରିବାକୁ କ'ଣ ଆମ୍ଭମାନଙ୍କର ଅଧିକାର ନାହିଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಕಾ ಖಾತಲೊ ಅನಿ ಫಿತಲೊ ಹಕ್ಕ್ ನಾ ಕಾಯ್?

Recommended Reading