1 Corinthians 9:5 — Compare Translations
7 translations compared side by side
Odia - 1840
"ଜଣେ ବିଶ୍ବାସିନୀ ପତ୍ନୀକୁ ଯାତ୍ରା ବେଳେ ସଙ୍ଗ ରେ ନଇେ ୟିବା ପାଇଁ କଣ ଆମ୍ଭର ଅଧିକାର ନାହିଁ?? ଅନ୍ୟ ପ୍ ରରେିତମାନେ, ପ୍ରଭୁଙ୍କର ଭାଇମାନେ ଓ କଫୋତ ଏପରି କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନ୍ୟ ସମସ୍ତ ପ୍ରେରିତ, ପ୍ରଭୁଙ୍କ ଭ୍ରାତୃବର୍ଗ ଓ କେଫାଙ୍କ ପରି ବିଶ୍ଵାସିନୀ ସ୍ତ୍ରୀ ବିବାହ କରି ସଙ୍ଗରେ ଘେନି ଭ୍ରମଣ କରିବାକୁ କଅଣ ଆମ୍ଭମାନଙ୍କର ଅଧିକାର ନାହିଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ଅନ୍ୟାନ୍ୟ ପ୍ରେରିତ ଶିଷ୍ୟ, ପିତର ଓ ପ୍ରଭୁଙ୍କ ଭାଇମାନଙ୍କ ପରି ବିଶ୍ୱାସୀ ସମାଜର ଜଣେ ମହିଳାଙ୍କୁ ବିବାହ କରି ତାଙ୍କ ସହିତ ଭ୍ରମଣ କରିବା ପାଇଁ ମୋର କ’ଣ ଅଧିକାର ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ବିଶ୍ୱାସିନୀ ପତ୍ନୀକୁ ଯାତ୍ରା ବେଳେ ସଙ୍ଗରେ ନେଇ ଯିବା ପାଇଁ କ’ଣ ଆମ୍ଭର ଅଧିକାର ନାହିଁ? ଅନ୍ୟ ପ୍ରେରିତମାନେ, ପ୍ରଭୁଙ୍କର ଭାଇମାନେ ଓ କେଫାତ ଏପରି କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନ୍ୟ ସମସ୍ତ ପ୍ରେରିତ, ପ୍ରଭୁଙ୍କ ଭ୍ରାତୃବର୍ଗ ଓ କୈଫାଙ୍କ ପରି ବିଶ୍ୱାସିନୀ ସ୍ତ୍ରୀ ବିବାହ କରି ସଙ୍ଗରେ ଘେନି ଭ୍ରମଣ କରିବାକୁ କଅଣ ଆମ୍ଭମାନଙ୍କର ଅଧିକାର ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଅନ୍ୟ ସମସ୍ତ ପ୍ରେରିତ, ପ୍ରଭୁଙ୍କ ଭ୍ରାତୃବର୍ଗ ଓ କୈଫାଙ୍କ ପରି ବିଶ୍ୱାସିନୀ ସ୍ତ୍ରୀ ବିବାହ କରି ସଙ୍ଗରେ ଘେନି ଭ୍ରମଣ କରିବାକୁ କ'ଣ ଆମ୍ଭମାନଙ୍କର ଅଧିକାର ନାହିଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹುರಲ್ಲ್ಯಾ ಅಪೊಸ್ತಲಾನಿ, ಧನಿಯಾಚ್ಯಾ ಭಾವಾನಿ ಅನಿ ಕೆಫಾಸಾನ್ ಕರಲ್ಲ್ಯಾ ಸಾರ್ಕೆ ಎಕ್ ಕ್ರಿಸ್ತ್ ವಿಶ್ವಾಸಾತ್ ಹೊತ್ತ್ಯಾ ಬಾಯ್ಕೊಕ್ ಲಗಿನ್ ಹೊವ್ನ್ ಅಮ್ಚ್ಯಾ ವಾಂಗ್ಡಾ ಘೆವ್ನ್ ಜಾವ್ಕ್ ಅಮ್ಕಾ ಹಕ್ಕ್ ನಾ ಕಾಯ್?