1 Corinthians 9:6 — Compare Translations
7 translations compared side by side
Odia - 1840
"ଆଉ କବଳେ ବର୍ଣ୍ଣବବା ଓ ମୁଁ ନିଜ ନିଜର ଜୀବିକା ପାଇଁ କାମ କରୁଥିବୁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିମ୍ଵା ଜୀବିକା ନିର୍ବାହର ପରିଶ୍ରମ ପରିତ୍ୟାଗ କରିବାକୁ କଅଣ କେବଳ ମୋହର ଓ ବର୍ଣ୍ଣବ୍ବାଙ୍କର ଅଧିକାର ନାହିଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ଜୀବିକା ନିର୍ବାହ ନିମନ୍ତେ କେବଳ ମୋତେ ଓ ବର୍ଣ୍ଣବାଙ୍କୁ କ’ଣ ପରିଶ୍ରମ କରିବାକୁ ହେବ?
Odia Bible ERV 2004 (ପବିତ୍ର ବାଇବଲ)
ଆଉ କେବଳ ବର୍ଣ୍ଣବ୍ବା ଓ ମୁଁ ନିଜ ନିଜର ଜୀବିକା ପାଇଁ କାମ କରୁଥିବୁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିମ୍ବା ଜୀବିକା ନିର୍ବାହର ପରିଶ୍ରମ ପରିତ୍ୟାଗ କରିବାକୁ କଅଣ କେବଳ ମୋହର ଓ ବର୍ଣ୍ଣବ୍ବାଙ୍କର ଅଧିକାର ନାହିଁ?
Odia IRV 2017 (ଓଡିଆ ବାଇବେଲ)
କିମ୍ବା ଜୀବିକା ନିର୍ବାହର ପରିଶ୍ରମ ପରିତ୍ୟାଗ କରିବାକୁ କ'ଣ କେବଳ ମୋହର ଓ ବର୍ଣ୍ଣବ୍ବାଙ୍କର ଅଧିକାର ନାହିଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ನಾ ಹೊಲ್ಯಾರ್ ಬಾರ್ನಾಬಾಸಾಕ್ ಅನಿ ಮಾಕಾ ಎವ್ಡೆಚ್ ಕಾಮಾ ಕರುನ್ ಜಿವನ್ ಸಾರುಚೆ ಮನುನ್ ಹುಕುಮ್ ದಿಲ್ಲೊ ಹಾಯ್ ಕಾಯ್?