1 Corinthians 9:7 — Compare Translations

7 translations compared side by side

Odia - 1840
"ସନୋବାହିନୀ ରେ କୌଣସି ସୈନିକ କ'ଣ ନିଜ ଖର୍ଚ୍ଚ ରେ ୟୁଦ୍ଧ କରେ? କୌଣସି ଲୋକ କ'ଣ ଅଙ୍ଗୁର ବଗିଚା ଲଗାଏ ଓ ନିଜେ ଏହାର ଫଳ ଖାଏ ନାହିଁ। ଏପରି କେଉଁ ଲୋକ ଅଛି, ଯେ ମଷେପାଳନ କରି ନିଜ ପାଇଁ ମଷଦେୁଧ ନିଏ ନାହିଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିଏ ନିଜ ବ୍ୟୟରେ କେବେ ସୈନିକବୃତ୍ତି କରେ? କିଏ ଦ୍ରାକ୍ଷାକ୍ଷେତ୍ର କରି ସେଥିର ଫଳ ଭୋଜନ ନ କରେ? ଅବା କିଏ ପଶୁପଲ ପାଳନ କରି ପଲର ଦୁଗ୍ଧ ପାନ ନ କରେ?
Odia BSI (ପବିତ୍ର ବାଇବଲ (CL) NT (BSI))
ଜଣେ ସୈନିକ ନିଜର ଖର୍ଚ୍ଚ ନିଜେ ବହନ କରିଥାଏ କି? ଚାଷୀ କ’ଣ ନିଜ ଅଙ୍ଗୁର ବଗିଚାର ଫଳ ଖାଏ ନାହିଁ, ଅଥବା ମେଷପାଳକ ନିଜ ମେଷର ଦୁଗ୍ଧ ପାନ କରେ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ସେନାବାହିନୀରେ କୌଣସି ସୈନିକ କ’ଣ ନିଜ ଖର୍ଚ୍ଚରେ ଯୁଦ୍ଧ କରେ? କୌଣସି ଲୋକ କ’ଣ ଅଙ୍ଗୁର ବଗିଗ୍ଭ ଲଗାଏ ଓ ନିଜେ ଏହାର ଫଳ ଖାଏ ନାହିଁ। ଏପରି କେଉଁ ଲୋକ ଅଛି, ଯେ ମେଷପାଳନ କରି ନିଜ ପାଇଁ ମେଷଦୁଧ ନିଏ ନାହିଁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିଏ ନିଜ ବ୍ୟୟରେ କେବେ ସୈନିକବୃତ୍ତି କରେ? କିଏ ଦ୍ରାକ୍ଷାକ୍ଷେତ୍ର କରି ସେଥିର ଫଳ ଭୋଜନ ନ କରେ? ଅବା କିଏ ପଶୁପଲ ପାଳନ କରି ପଲର ଦୁଗ୍ଧ ପାନ ନ କରେ?
Odia IRV 2017 (ଓଡିଆ ବାଇବେଲ)
କିଏ ନିଜ ବ୍ୟୟରେ କେବେ ସୈନିକବୃତ୍ତି କରେ? କିଏ ଦ୍ରାକ୍ଷାକ୍ଷେତ୍ର କରି ସେଥିର ଫଳ ଭୋଜନ ନ କରେ? ଅବା କିଏ ପଶୁପଲ ପାଳନ କରି ପଲର ଦୁଗ୍ଧ ପାନ ନ କରେ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಪ್ನಾಚ್ಯಾಚ್ ಖರ್ಚಾರ್ ಸೆವಾ ಕರ್‍ತಲೊ ಸೈನಿಕ್ ಕೊನ್ ತೊ? ಎಕ್ ದ್ರಾಕ್ಷಿಚೊ ಮಳೊ ಲಾವ್ನ್ ತೆಚಿ ಫಳಾ ಖಾಯ್‌ನಸ್ತಾನಾ ರ್‍ಹಾಲ್ಲೊ ಕೊನ್ ತೊ? ಅಪ್ನಾಚ್ಯಾ ಸ್ವತಾಚ್ಯಾ ಬಕ್ರ್ಯಾಚೆ ದುದ್ ತೆಂಚೊ ಕುರ್ಬುರ್ ವಾಪ್ರಿನಾ ಕಾಯ್?