1 Corinthians 9:8 — Compare Translations
7 translations compared side by side
Odia - 1840
"ଏହି କଥାଗୁଡ଼ିକ କେତକେ ମନୁଷ୍ଯର ଚିନ୍ତାଧାରା ନୁହେଁ ମାତ୍ର ପରମେଶ୍ବରଙ୍କ ବ୍ଯବସ୍ଥା ମଧ୍ଯ ସହେି କଥା କୁ ହେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ମନୁଷ୍ୟ ଭାବରେ କଅଣ ଏହିସବୁ କଥା କହୁଅଛି? ବ୍ୟବସ୍ଥା ମଧ୍ୟ କଅଣ ଏହିସବୁ କଥା କୁହେ ନାହିଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ମନୁଷ୍ୟ ଭାବରେ କ’ଣ ମୁଁ ଏହା କହୁଛି? ବ୍ୟବସ୍ଥାରେ ଏହା କୁହାଯାଇ ନାହିଁ କି?
Odia Bible ERV 2004 (ପବିତ୍ର ବାଇବଲ)
ଏହି କଥାଗୁଡ଼ିକ କେତେକ ମନୁଷ୍ୟର ଚିନ୍ତାଧାରା ନୁହେଁ ମାତ୍ର ପରମେଶ୍ୱରଙ୍କ ବ୍ୟବସ୍ଥା ମଧ୍ୟ ସେହି କଥା କୁହେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ମନୁଷ୍ୟ ଭାବରେ କଅଣ ଏହିସବୁ କଥା କହୁଅଛି? ମୋଶାଙ୍କ ବ୍ୟବସ୍ଥା ମଧ୍ୟ କଅଣ ଏହିସବୁ କଥା କୁହେ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ମୁଁ ମନୁଷ୍ୟ ଭାବରେ କ'ଣ ଏହି ସବୁ କଥା କହୁଅଛି? ମୋଶାଙ୍କ ବ୍ୟବସ୍ଥା ମଧ୍ୟ କ'ଣ ଏହି ସବୁ କଥା କୁହେ ନାହିଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಹೆ ಮಾನ್ಸಾಚ್ಯಾ ಚಾಲಿ ಪರ್ಕಾರ್ ಬೊಲುಕ್ ಲಾಗ್ಲಾ ಕಾಯ್? ಮೊಯ್ಜೆಚೊ ಖಾಯ್ದೊಬಿ ಹೆಚ್ ಸಾಂಗ್ತಾ ನ್ಹಯ್?