1 John 1:1 — Compare Translations

7 translations compared side by side

Odia - 1840
"ଆମ୍ଭମାନେେ ତୁମ୍ଭମାନଙ୍କୁ ବର୍ତ୍ତମାନ ଯେଉଁ ବିଷୟ ରେ କହିବାକୁ ଯାଉଛୁ, ତାହା ସୃଷ୍ଟିର ଆରମ୍ଭରୁ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଦ୍ୟରୁ ଯେ ଥିଲେ, ଯାହାଙ୍କ ବାକ୍ୟ ଆମ୍ଭେମାନେ ଶୁଣିଅଛୁ, ଯାହାଙ୍କୁ ସ୍ଵଚକ୍ଷୁରେ ଦେଖିଅଛୁ, ଯାହାଙ୍କୁ ନିରୀକ୍ଷଣ କରିଅଛୁ ଓ ସ୍ଵହସ୍ତରେ ସ୍ପର୍ଶ କରିଅଛୁ, ସେହି ଜୀବନ ସ୍ଵରୂପ, ବାକ୍ୟ ସମ୍ଵନ୍ଧରେ ଜଣାଉଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅନଦି କାଳରୁ ଯାହାଙ୍କର ଦ୍ଥିତି ରହିଛି, ସେହି ଜୀବନପ୍ରଦାୟକ ବାକ୍ୟ ବିଷୟରେ ଆମେ ଦେଖିବାକୁ ଯାଉଛୁ। ତାଙ୍କ କଥା ଆମେ ଶୁଥିଛୁ, ତାଙ୍କୁ ଆମେ ଦେଖିଛୁ- ବାସ୍ତବିକ, ସ୍ୱଚକ୍ଷୁରେ ଦେଖିଛୁ- ତାଙ୍କ ସ୍ୱର୍ଶ କରିଛୁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ତୁମ୍ଭମାନଙ୍କୁ ବର୍ତ୍ତମାନ ଯେଉଁ ବିଷୟରେ କହିବାକୁ ଯାଉଛୁ, ତାହା ସୃଷ୍ଟିର ଆରମ୍ଭରୁ ଥିଲା। ଆମ୍ଭେମାନେ ଏହା ଶୁଣିଲୁ, ଆମ୍ଭେମାନେ ଏହା ସ୍ୱଚକ୍ଷୁରେ ଦେଖିଲୁ, ଆମ୍ଭେମାନେ ଏହା ନିରୀକ୍ଷଣ କଲୁ ଏବଂ ଆମ୍ଭେମାନେ ନିଜ ହସ୍ତରେ ସ୍ପର୍ଶ କଲୁ। ଆମ୍ଭେମାନେ ସେହି “ବାକ୍ୟ” (ଖ୍ରୀଷ୍ଟଙ୍କ) ବିଷୟରେ ତୁମ୍ଭକୁ ଲେଖୁଛୁ, ଯାହା ଜୀବନ ଦାନ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଦ୍ୟରୁ ଯେ ଥିଲେ, ଯାହାଙ୍କ ବାକ୍ୟ ଆମ୍ଭେମାନେ ଶୁଣିଅଛୁ, ଯାହାଙ୍କୁ ସ୍ୱଚକ୍ଷୁରେ ଦେଖିଅଛୁ, ଯାହାଙ୍କୁ ନିରୀକ୍ଷଣ କରିଅଛୁ ଓ ସ୍ୱହସ୍ତରେ ସ୍ପର୍ଶ କରିଅଛୁ, ସେହି ଜୀବନ ସ୍ୱରୂପ ବାକ୍ୟ ସମ୍ବନ୍ଧରେ ଜଣାଉଅଛୁ।
Odia IRV 2017 (ଓଡିଆ ବାଇବେଲ)
ଆଦ୍ୟରୁ ଯେ ଥିଲେ, ଯାହାଙ୍କ ବାକ୍ୟ ଆମ୍ଭେମାନେ ଶୁଣିଅଛୁ, ଯାହାଙ୍କୁ ସ୍ୱଚକ୍ଷୁରେ ଦେଖିଅଛୁ, ଯାହାଙ୍କୁ ନିରୀକ୍ଷଣ କରିଅଛୁ ଓ ସ୍ୱହସ୍ତରେ ସ୍ପର୍ଶ କରିଅଛୁ, ସେହି ଜୀବନ ସ୍ୱରୂପ ବାକ୍ୟ ସମ୍ବନ୍ଧରେ ଜଣାଉଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಅತ್ತಾ ಜಿವನಾಚ್ಯಾ ಗೊಸ್ಟಿಚ್ಯಾ ವಿಶಯಾತ್ ಬೊಲ್ತಾಂವ್, ಹ್ಯೊ ಜಗ್ ರಚುಚ್ಯಾ ಅದ್ದಿಚ್ಯಾನ್ ಹೊತ್ತೆ. ತೆ ಅಮಿ ಕಾನಾನಿ ಆಯಿಕ್ಲಾಂವ್,ಅನಿ ಅಮ್ಚ್ಯಾ ಡೊಳ್ಯಾನಿ ಬಗ್ಲಾಂವ್,ಅಮಿ ತೆಕಾ ಬಗುನ್ ಅಮ್ಚ್ಯಾ ಹಾತಿನ್ ಅಪಡ್ಲ್ಯಾಂವ್,