1 John 1:2 — Compare Translations

7 translations compared side by side

Odia - 1840
"ସହେି ଜୀବନ ଆମ୍ଭ ନିକଟରେ ପ୍ରକାଶିତ ହେଲା। ଆମ୍ଭେ ତାହା ଦେଖିଲୁ। ଆମ୍ଭେ ଏ ସମ୍ପର୍କ ରେ ପ୍ରମାଣ ଦଇପୋରୁ। ବର୍ତ୍ତମାନ ଆମ୍ଭେ ସହେି ଜୀବନ ସମ୍ପର୍କ ରେ ତୁମ୍ଭକୁ କହୁଛୁ। ଏହି ଜୀବନ ସଦାକାଳ ରହିଛନ୍ତି। ପୂର୍ବରୁ ଏହା ପିତା ପରମେଶ୍ବରଙ୍କ ସହିତ ଥିଲା। ପରମେଶ୍ବର ସହେି ଜୀବନ ଆମ୍ଭକୁ ପ୍ରକାଶିତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଜୀବନ ପ୍ରକାଶିତ ହେଲେ, ଆଉ ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ; ଯେଉଁ ଅନ; ଜୀବନ ପିତାଙ୍କ ସଙ୍ଗରେ ଥିଲେ ଓ ଆମ୍ଭମାନଙ୍କ ନିକଟରେ ପ୍ରକାଶିତ ହେଲେ, ତାହାଙ୍କ ବିଷୟରେ ତୁମ୍ଭମାନଙ୍କୁ ଜଣାଉଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଜୀବନପ୍ରଦାୟୀ ସେହି ବାକ୍ୟ ଯେତେବେଳେ ଦୃଶ୍ୟମାନ ହେଲେ, ଆମେ ତାହାଙ୍କୁ ଦେଖିଲୁ; ତେଣୁ ତାଙ୍କ ବିଷୟରେ ଆମେ ଏହି କଥା ସାକ୍ଷ୍ୟ ଦେଇ ଘୋଷଣା କରୁଛୁ ଯେ, ଅନନ୍ତଜୀବନ ରୂପେ ସେ ପିତା ଈଶ୍ୱରଙତ୍ ସହିତ ସଦା ବିଦ୍ୟମାନ ଥିଲେ- ଏବଂ ସେ ଆମେ ନିକଟରେ ପ୍ରକାଶିତ ହୋଇଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଜୀବନ ଆମ୍ଭ ନିକଟରେ ପ୍ରକାଶିତ ହେଲା। ଆମ୍ଭେ ତାହା ଦେଖିଲୁ। ଆମ୍ଭେ ଏ ସମ୍ପର୍କରେ ପ୍ରମାଣ ଦେଇପାରୁ। ବର୍ତ୍ତମାନ ଆମ୍ଭେ ସେହି ଜୀବନ ସମ୍ପର୍କରେ ତୁମ୍ଭକୁ କହୁଛୁ। ଏହି ଜୀବନ ସଦାକାଳ ରହିଛନ୍ତି। ପୂର୍ବରୁ ଏହା ପିତା ପରମେଶ୍ୱରଙ୍କ ସହିତ ଥିଲା। ପରମେଶ୍ୱର ସେହି ଜୀବନ ଆମ୍ଭକୁ ପ୍ରକାଶିତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଜୀବନ ପ୍ରକାଶିତ ହେଲେ, ଆଉ ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ; ଯେଉଁ ଅନନ୍ତ ଜୀବନ ପିତାଙ୍କ ସଙ୍ଗରେ ଥିଲେ ଓ ଆମ୍ଭମାନଙ୍କ ନିକଟରେ ପ୍ରକାଶିତ ହେଲେ, ତାହାଙ୍କ ବିଷୟରେ ତୁମ୍ଭମାନଙ୍କୁ ଜଣାଉଅଛୁ।
Odia IRV 2017 (ଓଡିଆ ବାଇବେଲ)
ସେହି ଜୀବନ ପ୍ରକାଶିତ ହେଲେ, ଆଉ ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ; ଯେଉଁ ଅନନ୍ତ ଜୀବନ ପିତାଙ୍କ ସଙ୍ଗରେ ଥିଲେ ଓ ଆମ୍ଭମାନଙ୍କ ନିକଟରେ ପ୍ରକାଶିତ ହେଲେ, ତାହାଙ୍କ ବିଷୟରେ ତୁମ୍ଭମାନଙ୍କୁ ଜଣାଉଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಶಾಶ್ವತ್ ಜಿವ್ ಅಮ್ಕಾ ದಿಸ್ಲೊ. ದೆವ್ ಬಾಬಾಚ್ಯಾ ವಾಂಗ್ಡಾ ಹೊತ್ತ್ಯಾ ತ್ಯಾ ಜಿವಾಚ್ಯಾ ವಚನಾಕ್ ಅಮಿ ಬಗಟಲ್ಲ್ಯಾಸಾಟ್ನಿ, ತೆಚ್ಯಾ ವಿಶಯಾತ್ ಸಾಕ್ಷಿ ದಿತಾಂವ್ ಅನಿ ತುಮ್ಕಾ ಸಾಂಗ್ತಾಂವ್.