1 John 1:3 — Compare Translations
7 translations compared side by side
Odia - 1840
"ବର୍ତ୍ତମାନ ତୁମ୍ଭମାନଙ୍କୁ ସହେି ସମ୍ବନ୍ଧ ରେ କହିବୁ ଯାହା ଆମ୍ଭମାନେେ ଦେଖିଛୁ ଓ ଶୁଣିଛୁ। କାରଣ ଏହା ଦ୍ବାରା ତୁମ୍ଭମାନେେ ଆମ୍ଭର ସହଭାଗୀ ହାଇପୋରିବ। ପରମପିତା ଓ ତାହାଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କ ସହ ଆମ୍ଭେ ମଧ୍ଯ ସହଭାଗୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାହା ଆମ୍ଭେମାନେ ଦେଖିଅଛୁ ଓ ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ ମଧ୍ୟ ଜଣାଉଅଛୁ, ଯେପରି ତୁମ୍ଭମାନଙ୍କର ମଧ୍ୟ ଆମ୍ଭମାନଙ୍କ ସହିତ ସହଭାଗିତା ହୋଇପାରେ; ଆଉ ଆମ୍ଭମାନଙ୍କର ସହଭାଗିତା ପିତା ଓ ତାହାଙ୍କର ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସହିତ ଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯାହା ଆମେ ବାସ୍ତବରେ ଦେଖଛୁ ଓ ଶୁଣିଛୁ, କେବଳ ସେହି କଥା ତୁମ୍ଭମାନଙ୍କ ନିକଟରେ ଘୋଷଣା କରି କହୁଛୁ। ଏହି ଶୁଣି ପିତା ଈଶ୍ୱର ସ ତାଙ୍କ ପୁତ୍ର ଯୀଶୁ ଖ୍ର୍ରୀଷ୍ଟଙ୍କ ସହିତ ଆମର ଯେଉଁ ସାହାଚର୍ଯ୍ୟ ଅଛି, ସେଥିରେ ତୁମ୍ଭେମାନେ ଭାଗୀ ହେବ
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ତୁମ୍ଭମାନଙ୍କୁ ସେହି ସମ୍ବନ୍ଧରେ କହିବୁ ଯାହା ଆମ୍ଭେମାନେ ଦେଖିଛୁ ଓ ଶୁଣିଛୁ। କାରଣ ଏହା ଦ୍ୱାରା ତୁମ୍ଭେମାନେ ଆମ୍ଭର ସହଭାଗୀ ହୋଇପାରିବ। ପରମପିତା ଓ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସହ ଆମ୍ଭେ ମଧ୍ୟ ସହଭାଗୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାହା ଆମ୍ଭେମାନେ ଦେଖିଅଛୁ ଓ ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ ମଧ୍ୟ ଜଣାଉଅଛୁ, ଯେପରି ତୁମ୍ଭମାନଙ୍କର ମଧ୍ୟ ଆମ୍ଭମାନଙ୍କ ସହିତ ସହଭାଗିତା ହୋଇପାରେ; ଆଉ ଆମ୍ଭମାନଙ୍କର ସହଭାଗିତା ପିତା ଓ ତାହାଙ୍କର ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସହିତ ଅଛି।
Odia IRV 2017 (ଓଡିଆ ବାଇବେଲ)
ଯାହା ଆମ୍ଭେମାନେ ଦେଖିଅଛୁ ଓ ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ ମଧ୍ୟ ଜଣାଉଅଛୁ, ଯେପରି ତୁମ୍ଭମାନଙ୍କର ମଧ୍ୟ ଆମ୍ଭମାନଙ୍କ ସହିତ ସହଭାଗିତା ହୋଇ ପାରେ; ଆଉ ଆମ୍ଭମାନଙ୍କର ସହଭାଗିତା ପିତା ଓ ତାହାଙ୍କର ପୁତ୍ର ଯୀଶୁଖ୍ରୀଷ୍ଟଙ୍କ ସହିତ ଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಬಗಟಲ್ಲೆ ಅನಿ ಆಯ್ಕಲ್ಲೆ ಅತ್ತಾ ತುಮ್ಕಾ ಸಾಂಗ್ತಾಂವ್, ಅಸೆ ಕಶ್ಯಾಕ್ ಮಟ್ಲ್ಯಾರ್ ತುಮಿ ಅಮ್ಚ್ಯಾ ವಾಂಗ್ಡಾ ಮಿಳುನ್ ಭಾಗ್ ಘೆವ್ನ್ ರ್ಹಾವ್ಚೆ ಮನುನ್ ಅಮ್ಚಿ ಆಶಾ, ಅಮ್ಚ್ಯಾ ಬಾಬಾ ದೆವಾಚ್ಯಾ ಅನಿ ತೆಚ್ಯಾ ಲೆಕಾ ಜೆಜು ಕ್ರಿಸ್ತಾತ್ ಎಕ್ವಟ್ಟಾನ್ ವಾಂಗ್ಡಾ ರ್ಹಾವ್ಚೆ.