1 John 1:4 — Compare Translations

7 translations compared side by side

Odia - 1840
"ଆମ୍ଭମାନଙ୍କର ଆନନ୍ଦର ପରିପୂର୍ଣ୍ଣତା ପାଇଁ ଆମ୍ଭେ ଏସବୁ ତୁମ୍ଭମାନଙ୍କୁ ଲେଖୁଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ଏଥିନିମନ୍ତେ ଆମ୍ଭେମାନେ ଏହିସବୁ ଲେଖୁଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଓ ତୁମବ ହୃଦୟ ଆନ୍ଦରେ ପରିପୂର୍ଣ୍ଣ ହେବ ବୋଲି ଆଶା।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭମାନଙ୍କର ଆନନ୍ଦର ପରିପୂର୍ଣ୍ଣତା ପାଇଁ ଆମ୍ଭେ ଏସବୁ ତୁମ୍ଭମାନଙ୍କୁ ଲେଖୁଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ଏଥିନିମନ୍ତେ ଆମ୍ଭେମାନେ ଏହିସବୁ ଲେଖୁଅଛୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ଏଥି ନିମନ୍ତେ ଆମ୍ଭେମାନେ ଏହି ସବୁ ଲେଖୁଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚಿ ಕುಶಿ ಪುರಾ ಹೊಂವ್ದಿ ಮನುನ್ ಅಮಿ ತುಮ್ಕಾ ಹ್ಯಾ ಸಗ್ಳ್ಯಾ ಸಂಗ್ತಿಯಾ ಲಿವ್ಕ್ ಲಾಗ್ಲಾಂವ್.