1 John 1:5 — Compare Translations

7 translations compared side by side

Odia - 1840
"ଆମ୍ଭେ ପରମେଶ୍ବରଙ୍କଠାରୁ ଯେଉଁ ସତ୍ଯଶିକ୍ଷା ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ କହୁଅଛୁ। ପରମେଶ୍ବର ଜ୍ଯୋତିଃସ୍ବରୂପ। ଆଉ ତାହାଙ୍କଠା ରେ ଆଦୌ ଅନ୍ଧକାର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ତାହାଙ୍କଠାରେ ଯେଉଁ ସମ୍ଵାଦ ଶୁଣିଅଛୁ ଓ ତୁମ୍ଭମାନଙ୍କୁ ଜଣାଉଅଛୁ, ତାହା ଏହି, ଈଶ୍ଵର ଜ୍ୟୋତିଃ ସ୍ଵରୂପ, ଆଉ ତାହାଙ୍କଠାରେ ଅନ୍ଧକାରର ଲେଶ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ପୁତ୍ର ଯୀଶୁଠାରୁ ଆମେ ଯେଉଁବାର୍ତ୍ତା ଶୁଣି ଘୋଷଣା କରୁଛୁ, ତାହା ହେଉଛି: ଈଶ୍ୱର ଆଲୋକ- ତାଙ୍କଠାରେ ବିନ୍ଦୁ ମାତ୍ର ଅନ୍ଧକାର ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଆମ୍ଭର ପାପ କ୍ଷମା କରନ୍ତି ଆମ୍ଭେ ପରମେଶ୍ୱରଙ୍କଠାରୁ ଯେଉଁ ସତ୍ୟଶିକ୍ଷା ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ କହୁଅଛୁ। ପରମେଶ୍ୱର ଜ୍ୟୋତିଃସ୍ୱରୂପ। ଆଉ ତାହାଙ୍କଠାରେ ଆଦୌ ଅନ୍ଧକାର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ତାହାଙ୍କଠାରୁ ଯେଉଁ ସମ୍ବାଦ ଶୁଣିଅଛୁ ଓ ତୁମ୍ଭମାନଙ୍କୁ ଜଣାଉଅଛୁ, ତାହା ଏହି, ଈଶ୍ବର ଜ୍ୟୋତିଃସ୍ୱରୂପ, ଆଉ ତାହାଙ୍କଠାରେ ଅନ୍ଧକାରର ଲେଶ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ତାହାଙ୍କଠାରୁ ଯେଉଁ ସମ୍ବାଦ ଶୁଣିଅଛୁ ଓ ତୁମ୍ଭମାନଙ୍କୁ ଜଣାଉଅଛୁ, ତାହା ଏହି, ଈଶ୍ୱର ଜ୍ୟୋତିଃସ୍ୱରୂପ, ଆଉ ତାହାଙ୍କଠାରେ ଅନ୍ଧକାରର ଲେଶ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ತೆಚ್ಯಾ ಲೆಕಾಕ್ನಾ ಆಯ್ಕಲ್ಲಿ ಅನಿ ಸಾಂಗಲ್ಲಿ ಖಬರ್ ಕಾಯ್ ಮಟ್ಲ್ಯಾರ್ ದೆವ್ ಉಜ್ವೊಡ್, ತೆಚ್ಯಾಕ್ಡೆ ಕಾಳೊಕ್ ನಾ.