1 John 1:6 — Compare Translations
7 translations compared side by side
Odia - 1840
"ଯଦି ଆମ୍ଭେ କହୁ, ଆମ୍ଭର ପରମେଶ୍ବରଙ୍କ ସହିତ ସହଭାଗିତା ଅଛି, କିନ୍ତୁ ଅବିରତ ଅନ୍ଧକାର ରେ ଜୀବନଯାପନ କରୁ, ତାହାହେଲେ ଆମ୍ଭେ ମିଥ୍ଯାବାଦୀ ଓ ସତ୍ଯର ଅନୁସରଣ କରୁ ନାହୁଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ସହିତ ଆମ୍ଭମାନଙ୍କର ସହଭାଗିତା ଅଛି, ଏହା କହି ଯଦି ଆମ୍ଭେମାନେ ଅନ୍ଧକାରରେ ଆଚରଣ କରୁ, ତାହାହେଲେ ଆମ୍ଭେମାନେ ମିଥ୍ୟାବାଦୀ, ଆଉ ସତ୍ୟ ଆଚରଣ କରୁ ନ ଥାଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସୁତରାଂ ଆମେ ତାଙ୍କର ସ।।ହାଚର୍ଯ୍ୟ ଅନୁଭବ କରୁଛୁ ବୋଲି କହି, ଯଦି ଅନ୍ଧକାରରେ ବାସ କରୁ, କଥାରେ ଓ କାର୍ଯ୍ୟରେ ଆମେ ମିଥ୍ୟାବାଦୀ ହେବା।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଆମ୍ଭେ କହୁ, ଆମ୍ଭର ପରମେଶ୍ୱରଙ୍କ ସହିତ ସହଭାଗିତା ଅଛି, କିନ୍ତୁ ଅବିରତ ଅନ୍ଧକାରରେ ଜୀବନଯାପନ କରୁ, ତାହାହେଲେ ଆମ୍ଭେ ମିଥ୍ୟାବାଦୀ ଓ ସତ୍ୟର ଅନୁସରଣ କରୁ ନାହୁଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ସହିତ ଆମ୍ଭମାନଙ୍କର ସହଭାଗିତା ଅଛି, ଏହା କହି ଯଦି ଆମ୍ଭେମାନେ ଅନ୍ଧକାରରେ ଆଚରଣ କରୁ ତାହାହେଲେ ଆମ୍ଭେମାନେ ମିଥ୍ୟାବାଦୀ, ଆଉ ସତ୍ୟ ଆଚରଣ କରୁ ନ ଥାଉ।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ସହିତ ଆମ୍ଭମାନଙ୍କର ସହଭାଗିତା ଅଛି, ଏହା କହି ଯଦି ଆମ୍ଭେମାନେ ଅନ୍ଧକାରରେ ଆଚରଣ କରୁ ତାହାହେଲେ ଆମ୍ଭେମାନେ ମିଥ୍ୟାବାଦୀ, ଆଉ ସତ୍ୟ ଆଚରଣ କରୁ ନ ଥାଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಸೆ ರ್ಹಾತಾನಾ ದೆವಾಚ್ಯಾ ವಾಂಗ್ಡಾ ಎಕ್ವಟ್ಟಾನ್ ಹಾವ್ ಮನುನ್ ಅಮಿ ಸಾಂಗುನ್ ಘೆವ್ನ್, ಕಾಳ್ಕಾಚೆ ಜಿವನ್ ಕರುನ್ಗೆತ್ ರ್ಹಾಲ್ಯಾರ್. ಕರ್ನ್ಯಾನ್ಬಿ ಬೊಲ್ನ್ಯಾನ್ಬಿ ಅಮಿ ಝುಟೆ ಬೊಲಲ್ಲ್ಯಾ ಸಾರ್ಕೆ ಹೊತಾ,