1 John 1:7 — Compare Translations
7 translations compared side by side
Odia - 1840
"ପରମେଶ୍ବର ଆଲୋକରେ ବାସ କରନ୍ତି, ତେଣୁ ଆମ୍ଭେ ମଧ୍ଯ ଆଲୋକରେ ବାସ କରିବା ଉଚିତ। ଯଦି ଆମ୍ଭେ ଆଲୋକରେ ଜୀବନଯାପନ କରୁ, ତବେେ ଆମ୍ଭେ ପରସ୍ପର ସହଭାଗୀ ହାଇପୋରିବା। ଯଦି ଆମ୍ଭମାନେେ ଆଲୋକରେ ରହୁ, ତବେେ ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ଆମ୍ଭର ସମସ୍ତ ପାପ ଧୋଇଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେ ଯେପରି ଜ୍ୟୋତିର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଈଶ୍ୱରଙ୍କ ପରିତ ଆମେ ଯଦି ଆଲୋକରେ ବାସ କରୁ, ଆମେ ପରସ୍ପରର ସାହାଚର୍ଯ୍ୟ ଉଭୋଗ କରିବୁ ଏବଂ ତାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ଆମକୁ ସମସ୍ତ ପାପରୁ କରିଷ୍କାର କରିବ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଆଲୋକରେ ବାସ କରନ୍ତି, ତେଣୁ ଆମ୍ଭେ ମଧ୍ୟ ଆଲୋକରେ ବାସ କରିବା ଉଚିତ୍। ଯଦି ଆମ୍ଭେ ଆଲୋକରେ ଜୀବନଯାପନ କରୁ, ତେବେ ଆମ୍ଭେ ପରସ୍ପର ସହଭାଗୀ ହୋଇପାରିବା। ଯଦି ଆମ୍ଭେମାନେ ଆଲୋକରେ ରହୁ, ତେବେ ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ଆମ୍ଭର ସମସ୍ତ ପାପ ଧୋଇଦିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେ ଯେପରି ଜ୍ୟୋତିର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିଃରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି, ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେ ଯେପରି ଜ୍ୟୋତିଃର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିଃରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି, ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್, ದೆವ್ ಕಸೊ ಉಜ್ವೊಡಾತ್ ಹಾಯ್ ತಸೆಚ್, ಅಮಿಬಿ ಉಜ್ವೊಡಾತ್ ಜಿವನ್ ಕರುಂಗೆತ್ ರ್ಹಾಲ್ಯಾರ್ ಎಕಾಮೆಕಾಕ್ ಎಕ್ವಟ್ಟಾನ್ ರ್ಹಾತಾಂವ್ ಅನಿ ದೆವಾಚ್ಯಾ ಲೆಕಾಚ್ಯಾ ಜೆಜುಚ್ಯಾ ರಗ್ತಾನ್ ಅಮ್ಚಿ ಸಗ್ಳಿ ಪಾಪಾ ಮಾಪ್ ಕರುನ್ ಹೊತಾತ್.