1 John 1:8 — Compare Translations

7 translations compared side by side

Odia - 1840
"ଯଦି ଆମ୍ଭେ କହୁ, ଆମ୍ଭମାନଙ୍କର କିଛି ପାପ ନାହିଁ, ତବେେ ଆମ୍ଭେ ନିଜେ ନିଜକୁ ଠକୁଛୁ ଏବଂ ଆମ୍ଭଠା ରେ ସତ୍ଯ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କର ପାପ ନାହିଁ, ଏହା ଯଦି କହୁ, ତାହାହେଲେ ଆପଣା ଆପଣାକୁ ପ୍ରବଞ୍ଚନା କରୁ, ପୁଣି ଆମ୍ଭମାନଙ୍କଠାରେ ସତ୍ୟ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ଯଦି ନିଜକୁ ନିଷ୍ପାପ ବୋଲି ମନେ କରୁ, ତେବେ ଆତ୍ମପ୍ରତାରଣା କରୁଛୁ- ଆମଠାରେ ତିଳେ ହେଲେ ସତ୍ୟତା ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଆମ୍ଭେ କହୁ, ଆମ୍ଭମାନଙ୍କର କିଛି ପାପ ନାହିଁ, ତେବେ ଆମ୍ଭେ ନିଜେ ନିଜକୁ ଠକୁଛୁ ଏବଂ ଆମ୍ଭଠାରେ ସତ୍ୟ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କର ପାପ ନାହିଁ! ଏହା ଯଦି କହୁ, ତାହାହେଲେ ଆପଣା ଆପଣାକୁ ପ୍ରବଞ୍ଚନା କରୁ, ପୁଣି, ଆମ୍ଭମାନଙ୍କଠାରେ ସତ୍ୟ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କର ପାପ ନାହିଁ! ଏହା ଯଦି କହୁ, ତାହାହେଲେ ଆପଣା ଆପଣାକୁ ପ୍ରବଞ୍ଚନା କରୁ, ପୁଣି, ଆମ୍ଭମାନଙ୍କଠାରେ ସତ୍ୟ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಕೊನ್‍ ತರ್ ಪಾಪ್ ಕರುಕ್ ನಾ ಮನುನ್ ಸಾಂಗುನ್ ಘೆಟ್ಲ್ಯಾರ್, ಅಮ್ಕಾ ಅಮಿಚ್ ಪಸ್ವುನ್ ಪಾಡ್ವುನ್ ಘೆತಾಂವ್ ಅನಿ ಅಮ್ಚ್ಯಾಕ್ಡೆ ಖರೆ ಮನ್ತಲೆ ನಾ.