1 John 1:9 — Compare Translations

7 translations compared side by side

Odia - 1840
"ଯଦି ଆମ୍ଭେ ନିଜ ନିଜର ପାପ ସ୍ବୀକାର କରୁ ତବେେ ପରମେଶ୍ବର ଆମ୍ଭକୁ ପାପରୁ କ୍ଷମା କରିବେ। କାରଣ ସେ ବିଶ୍ବସ୍ତ ଓ ନ୍ଯାୟବାନ ଅଟନ୍ତି। ସେ ଆମ୍ଭକୁ ସମସ୍ତ ଅଧର୍ମରୁ ପରିଷ୍କାର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦି ଆମ୍ଭେମାନେ ଆପଣା ଆପଣା ପାପ ସ୍ଵୀକାର କରୁ, ତେବେ ସେ ଆମ୍ଭମାନଙ୍କର ପାପ କ୍ଷମା କରିବାକୁ ଓ ସମସ୍ତ ଅଧର୍ମରୁ ଆମ୍ଭମାନଙ୍କୁ ପରିଷ୍କାର କରିବାକୁ ବିଶ୍ଵସ୍ତ ଓ ନ୍ୟାୟବାନ ଅଟନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଈଶ୍ୱରଙ୍କ ନିକଟରେ ଯଦି ଆମର ପାପ ସ୍ୱୀକାରୀ କରୁ, ଈଶ୍ୱର ତାଙ୍କ ପତିଜ୍ଞାନୁଯାୟୀ ଆମ ପ୍ରତି ନ୍ୟାୟୋଚିତ ବ୍ୟବହାର କରିବେ- ସେ ଆମ ପାପ କ୍ଷମା କରି ସମସ୍ତ ଅଧାର୍ମିକତାରୁ ଆମକୁ ପରିଷ୍କାର କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଆମ୍ଭେ ନିଜ ନିଜର ପାପ ସ୍ୱୀକାର କରୁ ତେବେ ପରମେଶ୍ୱର ଆମ୍ଭକୁ ପାପରୁ କ୍ଷମା କରିବେ। କାରଣ ସେ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି। ସେ ଆମ୍ଭକୁ ସମସ୍ତ ଅଧର୍ମରୁ ପରିଷ୍କାର କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ଆମ୍ଭେମାନେ ଆପଣା ଆପଣା ପାପ ସ୍ୱୀକାର କରୁ, ତେବେ ସେ ଆମ୍ଭମାନଙ୍କର ପାପ କ୍ଷମା କରିବାକୁ ଓ ସମସ୍ତ ଅଧର୍ମରୁ ଆମ୍ଭମାନଙ୍କୁ ପରିଷ୍କାର କରିବାକୁ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯଦି ଆମ୍ଭେମାନେ ଆପଣା ଆପଣା ପାପ ସ୍ୱୀକାର କରୁ, ତେବେ ସେ ଆମ୍ଭମାନଙ୍କର ପାପ କ୍ଷମା କରିବାକୁ ଓ ସମସ୍ତ ଅଧର୍ମରୁ ଆମ୍ଭମାନଙ୍କୁ ପରିଷ୍କାର କରିବାକୁ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ, ಅಮಿ ತೆಚ್ಯಾಕ್ಡೆ ಸಗ್ಳಿ ಪಾಪಾ ಸಾಂಗುನ್ ಘೆಟ್ಲಾಂವ್ ತರ್ ತೊ ಅಪ್ನಾಚಿ ಗೊಸ್ಟ್ ಸಂಬಾಳ್ತಾ ಅನಿ ಸಮಾ ಹೊತ್ತೆ ಕರ್ತಾ. ತೊ ಅಮ್ಚಿ ಪಾಪಾ ಮಾಪ್ ಕರ್ತಾ, ಅನಿ ಅಮ್ಚ್ಯಾ ಸಗ್ಳ್ಯಾ ಚುಕಾನಿತ್ನಾ ಅಮ್ಕಾ ನಿತಳ್ ಕರ್ತಾ.