1 John 2:11 — Compare Translations

7 translations compared side by side

Odia - 1840
"କିନ୍ତୁ ନିଜ ଭାଇକୁ ଘୃଣା କରୁଥିବା ବ୍ଯକ୍ତି ଅନ୍ଧକାର ରେ ଥାଏ। ସେ ଅନ୍ଧକାର ରେ ବାସ କରେ। ସେ କେଉଁଆଡ଼େ ଯାଏ, ନିଜେ ଜାଣିପା ରେ ନାହିଁ; କାରଣ ଅନ୍ଧକାର ତାକୁ ଅନ୍ଧ କରଦେଇେଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯେ ଆପଣା ଭାଇକୁ ଘୃଣା କରେ, ସେ ଅନ୍ଧକାରରେ ଅଛି, ପୁଣି ଅନ୍ଧକାରରେ ଭ୍ରମଣ କରି କେଉଁ ଆଡ଼େ ଯାଉଅଛି, ତାହା ଜାଣେ ନାହିଁ, କାରଣ ଅନ୍ଧକାର ତାହାର ଚକ୍ଷୁକୁ ଅନ୍ଧ କରିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯେଉଁ ବ୍ୟକ୍ତି ତା’ଭାଇକୁ ଘୃଣା କରେ, ତା’ର ଅବସ୍ଥିତି ଅନ୍ଧକାର ମଧ୍ୟରେ, ସେ ଅନ୍ଧକାରରେ ବିଚରଣ କରେ, ତା’ର ଗନ୍ତବ୍ୟ ପଥ ସେ ଜାଣିପାରେ ନାହିଁ, ଆମା ଅନ୍ଧକାର ତାକୁ ଦୃଷ୍ଟିହୀନ କରି ରଖିଛି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ନିଜ ଭାଇକୁ ଘୃଣା କରୁଥିବା ବ୍ୟକ୍ତି ଅନ୍ଧକାରରେ ଥାଏ। ସେ ଅନ୍ଧକାରରେ ବାସ କରେ। ସେ କେଉଁଆଡ଼େ ଯାଏ, ନିଜେ ଜାଣିପାରେ ନାହିଁ; କାରଣ ଅନ୍ଧକାର ତାକୁ ଅନ୍ଧ କରିଦେଇଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯେ ଆପଣା ଭାଇକୁ ଘୃଣା କରେ, ସେ ଅନ୍ଧକାରରେ ଅଛି, ପୁଣି, ଅନ୍ଧକାରରେ ଭ୍ରମଣ କରି କେଉଁଆଡ଼େ ଯାଉଅଛି, ତାହା ଜାଣେ ନାହିଁ, କାରଣ ଅନ୍ଧକାର ତାହାର ଚକ୍ଷୁକୁ ଅନ୍ଧ କରିଅଛି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯେ ଆପଣା ଭାଇକୁ ଘୃଣା କରେ, ସେ ଅନ୍ଧକାରରେ ଅଛି, ପୁଣି, ଅନ୍ଧକାରରେ ଭ୍ରମଣ କରି କେଉଁ ଆଡ଼େ ଯାଉଅଛି, ତାହା ଜାଣେ ନାହିଁ, କାରଣ ଅନ୍ଧକାର ତାହାର ଚକ୍ଷୁକୁ ଅନ୍ଧ କରିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜೆ ಕೊನ್ ಅಪ್ಲ್ಯಾ ಭಾವ್-ಭೆನಿಯಾಂಚೊ ಪ್ರೆಮ್ ಕರಿನಾ ತೊ ಕಾಳ್ಕಾತ್ ಹಾಯ್; ತೊ ಅಪ್ನಿ ಖೈ ಜಾವ್ಕ್ ಲಾಗ್ಲಾ ಮನ್ತಲೆ ತೆಕಾ ಕಳಿನಾ ಹೊಲಾ, ಕಶ್ಯಾಕ್ ಮಟ್ಲ್ಯಾರ್ ಕಾಳ್ಕಾನ್ ತೆಕಾ ಕುಡ್ಡೊ ಕರುನ್ ಥವಲ್ಲೆ ಹಾಯ್.