1 John 2:12 — Compare Translations
7 translations compared side by side
Odia - 1840
"ପ୍ରିୟ ପିଲାମାନେ, ତୁମ୍ଭମାନଙ୍କ ପାପ ଖ୍ରୀଷ୍ଟଙ୍କ ଦ୍ବାରା କ୍ଷମା କରାଯାଇଥିବା କାରଣରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତାହାଙ୍କ ନାମ ସକାଶେ ତୁମ୍ଭମାନଙ୍କର ପାପ କ୍ଷମା ହୋଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିଲାମାନେ! ଏପତ୍ର ତୁମ୍ଭମାନଙ୍କୁ ମୁଁ ଏପତ୍ର ଲେଖଚଛି, କାରରଣ ଖ୍ରୀଷ୍ଟଙ୍କ ନାମ ଲାଗି ତୁମ୍ଭମାନଙ୍କ ପାପ କ୍ଷମା ହୋଇଛି।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରିୟ ପିଲାମାନେ, ତୁମ୍ଭମାନଙ୍କ ପାପ ଖ୍ରୀଷ୍ଟଙ୍କ ଦ୍ୱାରା କ୍ଷମା କରାଯାଇଥିବା କାରଣରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତାହାଙ୍କ ନାମ ସକାଶେ ତୁମ୍ଭମାନଙ୍କର ପାପ କ୍ଷମା ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତାହାଙ୍କ ନାମ ସକାଶେ ତୁମ୍ଭମାନଙ୍କର ପାପ କ୍ଷମା ହୋଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ಪೊರಾನು, ಕ್ರಿಸ್ತಾಚ್ಯಾ ನಾವಾ ವೈನಾ ತುಮ್ಚ್ಯಾ ಪಾಪಾಂಚಿ ಮಾಪಿ ಗಾವ್ಲಾ, ತೆಚ್ಯಾಸಾಟ್ನಿ ಮಿಯಾ ತುಮ್ಕಾ ಲಿವ್ಕ್ ಲಾಗ್ಲಾ.