1 John 2:13 — Compare Translations

7 translations compared side by side

Odia - 1840
"ପିତାମାନେ! ଯେ ଆଦ୍ଯରୁ ଅଛନ୍ତି, ତୁମ୍ଭମାନେେ ତାହାଙ୍କୁ ଆରମ୍ଭରୁ ଜାଣିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି। ୟୁବକମାନେ! ତୁମ୍ଭମାନେେ ପାପାତ୍ମାକୁ ପରାଜିତ କରିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ । ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତୃଗଣ, ତୁମ୍ଭମାନଙ୍କୁ ଏ ପତ୍ର ଲେଖୁଛି; କାରଣ, ଅନାଦି କାଳରୁ ଯେ ବିଦ୍ୟମାନ; ତାଙ୍କୁ ତୁମେ ଜାଣିଛ। ଯୁବ ସମାଜ, ତୁମକୁ ମଧ୍ୟ ଏପତ୍ର ଲେଖୁଛି, କାରଣ ତୁମେ ପାପୀତ୍ମାକୁ ପରାସ୍ତ କରି ପାରିଛ।
Odia Bible ERV 2004 (ପବିତ୍ର ବାଇବଲ)
ପିତାମାନେ! ଯେ ଆଦ୍ୟରୁ ଅଛନ୍ତି, ତୁମ୍ଭେମାନେ ତାହାଙ୍କୁ ଆରମ୍ଭରୁ ଜାଣିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି। ଯୁବକମାନେ! ତୁମ୍ଭେମାନେ ପାପାତ୍ମାକୁ ପରାଜିତ କରିଥିବାରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ। ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ । ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬಾಬಾನು, ಆರಂಬಾಕ್ನಾ ಹೊತ್ತ್ಯಾಕ್ ತುಮಿ ಕಳ್ವುನ್ ಘೆಟಲ್ಲ್ಯಾಸಾಟ್ನಿ ಮಿಯಾ ತುಮ್ಕಾ ಲಿವ್ಕ್ ಲಾಗ್ಲಾ. ದಾಂಡ್ಗ್ಯಾ ಲೊಕಾನು ತುಮಿ ಬುರ್ಶ್ಯಾಕ್ ಹರ್ವಲ್ಲ್ಯಾ ಸಾಟ್ನಿ ಮಿಯಾ ತುಮ್ಕಾ ಲಿವ್ಕ್ ಲಾಗ್ಲಾ. ಪೊರಾನು, ತುಮಿ ಬಾಬಾಕ್ ಒಳ್ಕುನ್ ಘೆಟಲ್ಲ್ಯಾಸಾಟ್ನಿ ಮಿಯಾ ತುಮ್ಕಾ ಲಿವ್ಕ್ ಲಾಗ್ಲಾ.