1 John 2:16 — Compare Translations

7 translations compared side by side

Odia - 1840
"ସଂସାରର ଏହି ବିଷୟଗୁଡ଼ିକ ମନ୍ଦ ଅଟେ। ଯଥା:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଶାରୀରିକ ଅଭିଳାଷ, ଚକ୍ଷୁର ଅଭିଳାଷ ଓ ଲୌକିକ ଗର୍ବ, ସଂସାରରେ ଥିବା ଏହିସମସ୍ତ ବିଷୟ ପିତାଙ୍କଠାରୁ ନୁହେଁ, ମାତ୍ର ସଂସାରରୁ ଉତ୍ପନ୍ନ ହୋଇଥାଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ଜଗତର ଯେଉଁସବୁ ଶାରୀରିକ ବିଷୟ ଉପଭୋଗ କରିବାକୁ ମନୁଷ୍ୟ ଲାଳାୟିତ, ଲୋକେ ଯେଉଁ ସବୁ ସୁଦୃଶ୍ୟ ବିଷୟ ନେଇ ଲୋକେ ଗର୍ବ କରନ୍ତି, ତାହା ସବୁ ପରମ ପିତାଙ୍କର ଦାନ ନୁହେଁ- ସେ ସବୁ କେବଳ ଏହି ଜଗତର ସମ୍ପଦ।
Odia Bible ERV 2004 (ପବିତ୍ର ବାଇବଲ)
ସଂସାରର ଏହି ବିଷୟ ଗୁଡ଼ିକ ମନ୍ଦ ଅଟେ। ଯଥା: ଆମ୍ଭର ପାପ ପ୍ରକୃତିକୁ ତୁଷ୍ଟ କରିବାକୁ ବିଭିନ୍ନ ଆକର୍ଷଣୀୟ ବିଷୟ ପାଇବାର ଇଚ୍ଛା; ଯେଉଁସବୁ ମନ୍ଦ ବିଷୟ ଆମ୍ଭର ଦୃଷ୍ଟିଗୋଚର ହୁଏ, ତାହା ପାଇବାର ଇଚ୍ଛା; ତଥା ଆମ୍ଭର ଯାହା ଅଛି, ତହିଁ ପାଇଁ ଗର୍ବ କରିବା। ଏ ସମସ୍ତ ବିଷୟ ପରମପିତାଙ୍କଠାରୁ ନୁହେଁ, ମାତ୍ର ଏହି ସଂସାରରୁ ଆସିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଶାରୀରିକ ଅଭିଳାଷ, ଚକ୍ଷୁର ଅଭିଳାଷ ଓ ଲୌକିକ ଗର୍ବ, ସଂସାରରେ ଥିବା ଏହି ସମସ୍ତ ବିଷୟ ପିତାଙ୍କଠାରୁ ନୁହେଁ, ମାତ୍ର ସଂସାରରୁ ଉତ୍ପନ୍ନ ହୋଇଥାଏ।
Odia IRV 2017 (ଓଡିଆ ବାଇବେଲ)
କାରଣ ଶାରୀରିକ ଅଭିଳାଷ, ଚକ୍ଷୁର ଅଭିଳାଷ ଓ ଲୌକିକ ଗର୍ବ, ସଂସାରରେ ଥିବା ଏହି ସମସ୍ତ ବିଷୟ ପିତାଙ୍କଠାରୁ ନୁହେଁ, ମାତ୍ର ସଂସାରରୁ ଉତ୍ପନ୍ନ ହୋଇଥାଏ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಜಗಾತ್ಲಿ ಬುರ್ಶಿ ಕಾಮಾ ಅಸಿ ಹಾತ್, ಲೊಕಾಕ್ನಿ ದಿಸ್ತಲೆ, ಅನಿ ಪಾಜೆ ಹೊಲ್ಲೆ, ಹ್ಯಾ ಜಗಾತ್ ಲೊಕಾ ಮೊಟೆಪಾನ್ ದಾಕ್ವುತಲೆ, ಸಗ್ಳೆ ಬಾಬಾಕ್ನಾ ಯೆಯ್ನಾ, ಹೆ ಸಗ್ಳೆ ಜಗಾಕ್ನಾ ಯೆತಾ.