1 John 2:17 — Compare Translations
7 translations compared side by side
Odia - 1840
"ସଂସାର କ୍ଷୟ ପାଉଅଛି। ଏଥିସହିତ ସଂସାର ରେ ଥିବା ବିଷୟଗୁଡ଼ିକ ମଧ୍ଯ କ୍ଷୟ ପାଉଅଛି। ମାତ୍ର ଯେ କହେି ପରମେଶ୍ବରଙ୍କ ଇଚ୍ଛା ପାଳନ କରେ, ସେ ଅନନ୍ତକାଳ ଜୀବିତ ହାଇେ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସଂସାର ଓ ସେଥିର ଅଭିଳାଷ ଅନିତ୍ୟ, ମାତ୍ର ଯେ ଈଶ୍ଵରଙ୍କ ଇଚ୍ଛା ପାଳନ କରେ, ସେ ନିତ୍ୟସ୍ଥାୟୀ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଲୋକେ ଜଗତ ଓ ତା’ର ଯେଉଁ ସମସ୍ତ ବିଷୟ କାମନା କରନ୍ତି, ସେ ସବୁର ବିଲୟଘଟେ, କିନ୍ତୁ ଯେ କେହି ଈଶ୍ୱରଙ୍କ ଇଚ୍ଛାସାଧନ କରେ, ସେ ହୁଏ ଅମର।
Odia Bible ERV 2004 (ପବିତ୍ର ବାଇବଲ)
ସଂସାର କ୍ଷୟ ପାଉଅଛି। ଏଥିସହିତ ସଂସାରରେ ଥିବା ବିଷୟ ଗୁଡ଼ିକ ମଧ୍ୟ କ୍ଷୟ ପାଉଅଛି। ମାତ୍ର ଯେ କେହି ପରମେଶ୍ୱରଙ୍କ ଇଚ୍ଛା ପାଳନ କରେ, ସେ ଅନନ୍ତକାଳ ଜୀବିତ ହୋଇ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଂସାର ଓ ସେଥିର ଅଭିଳାଷ ଅନିତ୍ୟ, ମାତ୍ର ଯେ ଈଶ୍ବରଙ୍କ ଇଚ୍ଛା ପାଳନ କରେ, ସେ ନିତ୍ୟସ୍ଥାୟୀ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଂସାର ଓ ସେଥିର ଅଭିଳାଷ ଅନିତ୍ୟ, ମାତ୍ର ଯେ ଈଶ୍ୱରଙ୍କ ଇଚ୍ଛା ପାଳନ କରେ, ସେ ନିତ୍ୟସ୍ଥାୟୀ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯೊ ಜಗ್, ಅನಿ ಲೊಕಾ ಆಶಾ ಕರ್ತಲೆ ಸಗ್ಳೆ ನಾಸ್ ಹೊವ್ನ್ ಜಾತಾ; ಖರೆ ದೆವಾಚ್ಯಾ ಮನಾ ಸಾರ್ಕೆ ಚಲ್ತಲೊ ಸದಾ ಸರ್ವತಾಕ್ ಜಿವನ್ ಕರ್ತಾ.