1 John 2:18 — Compare Translations

7 translations compared side by side

Odia - 1840
"ପିଲାମାନେ! ବର୍ତ୍ତମାନ ଶଷେକାଳ ଆସି ପହଞ୍ଚିଲାଣି। ତୁମ୍ଭେ ଯେପରି ଶୁଣିଥିଲ, ଖ୍ରୀଷ୍ଟଙ୍କ ଶତ୍ରୁ ଆସୁଛନ୍ତି, ଏବେ ସହେିପରି ଅନକେ ସଂଖ୍ଯା ରେ ଖ୍ରୀଷ୍ଟ ବିରୋଧୀମାନେ ଦଖାେ ଦେଲଣେି। ଏଥିରୁ ଆମ୍ଭେ ଜାଣି ପାରୁଛୁ ଯେ, ପ୍ରକୃତ ରେ ଶଷେ କାଳ ଆସି ପହଞ୍ଚିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ବତ୍ସଗଣ, ଶେଷକାଳ ଉପସ୍ଥିତ, ପୁଣି, ଖ୍ରୀଷ୍ଟାରି ଆସିବ ବୋଲି ତୁମ୍ଭେମାନେ ଯେପରି ଶୁଣିଥିଲ, ସେହିପରି ଏବେ ମଧ୍ୟ ଅନେକ ଖ୍ରୀଷ୍ଟାରି ଉଠିଲେଣି; ଏତଦ୍ଦ୍ଵାରା ଆମ୍ଭେମାନେ ଜାଣୁଅଛୁ ଯେ, ଶେଷକାଳ ଉପସ୍ଥିତ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିଲାମାନେ! ଅନ୍ତିମ କାଳ ନିକଟବର୍ତ୍ତୀ। ଖ୍ରୀଷ୍ଟଙ୍କ ଶତ୍ରୁ ଆସିବବାର ସମୟ ହେଲାଣି ବୋଲି ଶୁଣିଛୁ: ଖ୍ରୀଷ୍ଟଙ୍କର ଅନେକ ଶତ୍ରୁ ଏବେ ଦେଖାଦେଲେଣି; ସତରାଂ ଅନ୍ତିମ କାଳ ନିକଟ ହେଲାଣି ବୋଲି ଆମେ କାଳ ନିକଟ ଲୋଣଇ ବୋଲି ଆମେ ଜାଣୁ।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟଙ୍କ ଶତ୍ରୁମାନଙ୍କର ପଥ ଅନୁସରଣ କର ନାହିଁ ପିଲାମାନେ! ବର୍ତ୍ତମାନ ଶେଷକାଳ ଆସି ପହଞ୍ଚିଲାଣି। ତୁମ୍ଭେ ଯେପରି ଶୁଣିଥିଲ, ଖ୍ରୀଷ୍ଟଙ୍କ ଶତ୍ରୁ ଆସୁଛନ୍ତି, ଏବେ ସେହିପରି ଅନେକ ସଂଖ୍ୟାରେ ଖ୍ରୀଷ୍ଟ ବିରୋଧୀମାନେ ଦେଖା ଦେଲେଣି। ଏଥିରୁ ଆମ୍ଭେ ଜାଣି ପାରୁଛୁ ଯେ, ପ୍ରକୃତରେ ଶେଷ କାଳ ଆସି ପହଞ୍ଚିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ବତ୍ସଗଣ, ଶେଷକାଳ ଉପସ୍ଥିତ, ପୁଣି, ଭଣ୍ଡଖ୍ରୀଷ୍ଟ ଆସିବ ବୋଲି ତୁମ୍ଭେମାନେ ଯେପରି ଶୁଣିଥିଲ, ସେହିପରି ଏବେ ମଧ୍ୟ ଅନେକ ଭଣ୍ଡଖ୍ରୀଷ୍ଟ ଉଠିଲେଣି; ଏତଦ୍ଵାରା ଆମ୍ଭେମାନେ ଜାଣୁଅଛୁ ଯେ, ଶେଷକାଳ ଉପସ୍ଥିତ।
Odia IRV 2017 (ଓଡିଆ ବାଇବେଲ)
ହେ ବତ୍ସଗଣ, ଶେଷକାଳ ଉପସ୍ଥିତ, ପୁଣି, ଭଣ୍ଡଖ୍ରୀଷ୍ଟ ଆସିବ ବୋଲି ତୁମ୍ଭେମାନେ ଯେପରି ଶୁଣିଥିଲ, ସେହିପରି ଏବେ ମଧ୍ୟ ଅନେକ ଭଣ୍ଡଖ୍ରୀଷ୍ଟ ଉଠିଲେଣି; ଏତଦ୍ଵାରା ଆମ୍ଭେମାନେ ଜାଣୁଅଛୁ ଯେ, ଶେଷକାଳ ଉପସ୍ଥିତ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೊರಾನು, ಅಂತ್ ಜಗ್ಗೊಳ್ ಯೆಲಾ! ಎಕ್ಲೊ ಕ್ರಿಸ್ತಾಚೊ ವೈರಿ ಯೆತಲೊ ಹಾಯ್ ಮನುನ್ ತುಮ್ಕಾ ಸಾಂಗಟಲ್ಲೆ ಹೊತ್ತೆ, ಅನಿ ಅತ್ತಾ ಲೈ ಕ್ರಿಸ್ತಾಚೆ ವಿರೊಧ್ ಕರ್ತಲೆ ಉಟ್ಲಾತ್,ತಸೆಹೊವ್ನ್, ಹ್ಯೊ ಆಕ್ರಿಚೊ ಎಳ್ ಮನ್ತಲೆ ಅಮಿ ಕಳ್ವುನ್ ಘೆವ್ಚೆ.