1 John 2:19 — Compare Translations
7 translations compared side by side
Odia - 1840
"ଏହି ଖ୍ରୀଷ୍ଟଙ୍କ ଶତ୍ରୁମାନେ ଆମ୍ଭ ଦଳ ରେ ଥିଲେ, ମାତ୍ର ଆମ୍ଭକୁ ଛାଡ଼ି ଚାଲିଗଲେ। ସମାନେେ ପ୍ରକୃତ ରେ ଆମ୍ଭ ନିଜର ନ ଥିଲେ। ଯଦି ସମାନେେ ଆମ୍ଭ ନିଜର ହାଇେଥାନ୍ତେ, ତବେେ ସମାନେେ ଆମ୍ଭ ସହିତ ରହିଥାନ୍ତେ। ସମାନେେ ଆମ୍ଭକୁ ଛାଡ଼ି ଚାଲିଗଲେ ତେଣୁ, ଏହା ସ୍ପଷ୍ଟ ରୂପେ ପ୍ରକାଶ ପାଇଲା ଯେ, ସମାନେେ ପ୍ରକୃତ ରେ ଆମ୍ଭର ନୁହଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆମ୍ଭମାନଙ୍କ ମଧ୍ୟରୁ ବାହାରିଲେ, କିନ୍ତୁ ଆମ୍ଭମାନଙ୍କ ଦଳର ଲୋକ ନ ଥିଲେ; କାରଣ ଯଦି ଆମ୍ଭମାନଙ୍କ ଦଳର ଲୋକ ହୋଇଥାଆନ୍ତେ, ତେବେ ଆମ୍ଭମାନଙ୍କ ସହିତ ରହିଥାଆନ୍ତେ; କିନ୍ତୁ ସମସ୍ତେ ଯେ ଆମ୍ଭମାନଙ୍କ ଦଳର ଲୋକ ନୁହନ୍ତି, ଏହା ଯେପରି ପ୍ରକାଶ ପାଇବ, ଏଥିନିମନ୍ତେ ସେମାନେ ବାହାରିଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏମାନେ ପ୍ରକୃତରେ ଆମ ଦଳରୁ ଲୋକ ନୁହଁନ୍ତି, ସେଥିପାଇଁ ଏମାନେ ଆମକୁ ପରିତ୍ୟାଗ କରିଛନ୍ତି- ଆମ ଦଳର ହୋଇଥିଲେ, ସେମାନେ ଆମ ସହିତ ରହି ଥାଆନ୍ତେ; ଆମଠାରୁ ଦୂରେଇ ଯିବା ଦ୍ୱାରା ସେମାନେ ଆମ ଦଳର ନୁହଁନ୍ତି ବୋଲି ସ୍ପଷ୍ଟ ପ୍ରମାଣିତ ହୋଇ ଯାଇଛି।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଖ୍ରୀଷ୍ଟଙ୍କ ଶତ୍ରୁମାନେ ଆମ୍ଭ ଦଳରେ ଥିଲେ, ମାତ୍ର ଆମ୍ଭକୁ ଛାଡ଼ି ଗ୍ଭଲିଗଲେ। ସେମାନେ ପ୍ରକୃତରେ ଆମ୍ଭ ନିଜର ନ ଥିଲେ। ଯଦି ସେମାନେ ଆମ୍ଭ ନିଜର ହୋଇଥା’ନ୍ତେ, ତେବେ ସେମାନେ ଆମ୍ଭ ସହିତ ରହିଥା’ନ୍ତେ। ସେମାନେ ଆମ୍ଭକୁ ଛାଡ଼ି ଗ୍ଭଲିଗଲେ ତେଣୁ, ଏହା ସ୍ପଷ୍ଟ ରୂପେ ପ୍ରକାଶ ପାଇଲା ଯେ, ସେମାନେ ପ୍ରକୃତରେ ଆମ୍ଭର ନୁହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଆମ୍ଭମାନଙ୍କ ମଧ୍ୟରୁ ବାହାରିଲେ, କିନ୍ତୁ ଆମ୍ଭମାନଙ୍କ ଦଳର ଲୋକ ନ ଥିଲେ; କାରଣ ଯଦି ଆମ୍ଭମାନଙ୍କ ଦଳର ଲୋକ ହୋଇଥାଆନ୍ତେ, ତେବେ ଆମ୍ଭମାନଙ୍କ ସହିତ ରହିଥାଆନ୍ତେ; କିନ୍ତୁ ସମସ୍ତେ ଯେ ଆମ୍ଭମାନଙ୍କ ଦଳର ଲୋକ ନୁହଁନ୍ତି, ଏହା ଯେପରି ପ୍ରକାଶ ପାଇବ, ଏଥିନିମନ୍ତେ ସେମାନେ ବାହାରିଗଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଆମ୍ଭମାନଙ୍କ ମଧ୍ୟରୁ ବାହାରିଲେ, କିନ୍ତୁ ଆମ୍ଭମାନଙ୍କ ଦଳର ଲୋକ ନ ଥିଲେ; କାରଣ ଯଦି ଆମ୍ଭମାନଙ୍କ ଦଳର ଲୋକ ହୋଇଥାଆନ୍ତେ, ତେବେ ଆମ୍ଭମାନଙ୍କ ସହିତ ରହିଥାଆନ୍ତେ; କିନ୍ତୁ ସମସ୍ତେ ଯେ ଆମ୍ଭମାନଙ୍କ ଦଳର ଲୋକ ନୁହଁନ୍ତି, ଏହା ଯେପରି ପ୍ରକାଶ ପାଇବ, ଏଥି ନିମନ୍ତେ ସେମାନେ ବାହାରିଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹಿ ಮಾನ್ಸಾ ಖರೆಚ್ಬಿ ಅಮ್ಚ್ಯಾ ಪಕ್ಷಾಚಿ ನ್ಹಯ್, ತಸೆಹೊವ್ನ್ ತೆನಿ ಅಮ್ಕಾ ಸೊಡುನ್ ಗೆಲ್ಯಾತ್, ತೆನಿ ಅಮ್ಚ್ಯಾ ವಾಂಗ್ಡಾ ರ್ಹಾವ್ಚೆ ಹೊತ್ತೆ. ಹೆಚ್ಯಾ ವೈನಾ ತೆನಿ ಖರೆಚ್ಬಿ ಅಮ್ಚ್ಯಾ ವಾಂಗುಡ್ಚಿ ಲೊಕಾ ನ್ಹಯ್ ಮನುನ್ ದಿಸುನ್ ಯೆತಾ.