1 John 2:20 — Compare Translations
7 translations compared side by side
Odia - 1840
"ଆଉ ତୁମ୍ଭମାନେେ ସହେି ପବିତ୍ର ବ୍ଯକ୍ତିଙ୍କଠାରୁ ଦାନ343 ପାଇଥିବାରୁ, ତୁମ୍ଭେ ସମସ୍ତେ ସତ୍ଯକୁ ଜାଣିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଅଭିଷେକ ପାଇଥିବାରୁ ତୁମ୍ଭେ ସମସ୍ତେ ଜ୍ଞାନ ପ୍ରାପ୍ତ ହୋଇଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଅନୁଗ୍ରହରୁ ପବିତ୍ରଆତ୍ମାଙ୍କ ଦ୍ୱାରା ଅଭିଷିକ୍ତ ହୋଇଅଛ; ସୁତରାଂ ତୁମେ ସମସ୍ତେ ସତ୍ୟ କଅଣ ଜାଣିଛ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଦାନ ପାଇଥିବାରୁ, ତୁମ୍ଭେ ସମସ୍ତେ ସତ୍ୟକୁ ଜାଣିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଅଭିଷେକ ପାଇଥିବାରୁ ତୁମ୍ଭେ ସମସ୍ତେ ଜ୍ଞାନ ପ୍ରାପ୍ତ ହୋଇଅଛ।
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଅଭିଷେକ ପାଇଥିବାରୁ ତୁମ୍ଭେ ସମସ୍ତେ ଜ୍ଞାନ ପ୍ରାପ୍ତ ହୋଇଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತುಮಿ ಕ್ರಿಸ್ತಾಚ್ಯಾ ವೈನಾ ವೊತಲ್ಲ್ಯಾ ಪವಿತ್ರ್ ಆತ್ಮ್ಯಾಕ್ ಘೆಟ್ಲ್ಯಾಸಿ ಅನಿ ತಸೆ ಹೊವ್ನ್ ತುಮ್ಕಾ ಖರೆ ಗೊತ್ತ್ ಹಾಯ್.