1 John 2:21 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭମାନଙ୍କ ପାଖକୁ ଲେଖିବାର କାରଣ କ'ଣ? ତୁମ୍ଭେ ସତ୍ଯକୁ ଜାଣି ନାହଁ ବୋଲି କ'ଣ ମୁଁ ଏହା ଲେଖୁଛି? ନା, ତୁମ୍ଭେ ଏହି ସତ୍ଯ ଜାଣିଥିବାରୁ ମୁଁ ଏହି ପତ୍ର ଲେଖୁଅଛି। ତୁମ୍ଭେ ମଧ୍ଯ ଜାଣିଛ ସତ୍ଯରୁ କବେେ ହେଲେ କୌଣସି ମିଥ୍ଯା ଉତ୍ପନ୍ନ ହୁଏ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ସତ୍ୟ ଜାଣି ନ ଥିବାରୁ ମୁଁ ଯେ ତୁମ୍ଭମାନଙ୍କ ନିକଟକୁ ଲେଖିଲି, ତାହା ନୁହେଁ, ମାତ୍ର ତୁମ୍ଭେମାନେ ସତ୍ୟ ଜାଣିଥିବାରୁ ଓ କୌଣସି ମିଥ୍ୟା ସତ୍ୟରୁ ଜାତ ହୁଏ ନାହିଁ ବୋଲି ଜାଣିଥିବାରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସତ୍ୟ ଜାଣି ନ ଥିବାରୁ ଯେ ତୁମ୍ଭମାନଙ୍କୁ ଏପତ୍ର ଲେଖୁଛି- ସତ୍ୟରୁ କୌଣସି ମିଥ୍ୟାର ଉତ୍ପତ୍ତି ହୋଇପାରେ ନାହିଁ ବୋଲି ଜାଣିଛ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭମାନଙ୍କ ପାଖକୁ ଲେଖିବାର କାରଣ କ’ଣ? ତୁମ୍ଭେ ସତ୍ୟକୁ ଜାଣି ନାହଁ ବୋଲି କ’ଣ ମୁଁ ଏହା ଲେଖୁଛି? ନା, ତୁମ୍ଭେ ଏହି ସତ୍ୟ ଜାଣିଥିବାରୁ ମୁଁ ଏହି ପତ୍ର ଲେଖୁଅଛି। ତୁମ୍ଭେ ମଧ୍ୟ ଜାଣିଛ ସତ୍ୟରୁ କେବେ ହେଲେ କୌଣସି ମିଥ୍ୟା ଉତ୍ପନ୍ନ ହୁଏ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ସତ୍ୟ ଜାଣି ନ ଥିବାରୁ ମୁଁ ଯେ ତୁମ୍ଭମାନଙ୍କ ନିକଟକୁ ଲେଖିଲି, ତାହା ନୁହେଁ, ମାତ୍ର ତୁମ୍ଭେମାନେ ସତ୍ୟ ଜାଣିଥିବାରୁ ଓ କୌଣସି ମିଥ୍ୟା ସତ୍ୟରୁ ଜାତ ହୁଏ ନାହିଁ ବୋଲି ଜାଣିଥିବାରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ସତ୍ୟ ଜାଣି ନ ଥିବାରୁ ମୁଁ ଯେ ତୁମ୍ଭମାନଙ୍କ ନିକଟକୁ ଲେଖିଲି, ତାହା ନୁହେଁ, ମାତ୍ର ତୁମ୍ଭେମାନେ ସତ୍ୟ ଜାଣିଥିବାରୁ ଓ କୌଣସି ମିଥ୍ୟା ସତ୍ୟରୁ ଜାତ ହୁଏ ନାହିଁ ବୋଲି ଜାଣିଥିବାରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಚ್ಯಾ ಸಾಟ್ನಿ ಕಶ್ಯಾಕ್ ಲಿವ್ಚೆ? ನಾತರ್ ತುಮಿ ಖರ್ಯಾಕ್ ವಳ್ಕುಕ್ ನಾಸಿ ಮನುನ್ ಲಿವ್ಚೆ ಕಾಯ್? ನಾ! ತುಮಿ ಖರೆ ವಳ್ಕುನ್ ಘೆಟ್ಲ್ಯಾಸಿ ಮಟಲ್ಲ್ಯಾ ಸಾಟ್ನಿ ನ್ಹಯ್, ತೆ ತುಮಿ ಕಳ್ವುನ್ ಘೆಟಲ್ಲ್ಯಾ ವೈನಾ ಖರ್ಯಾತ್ನಾ ಕನ್ನಾಬಿ ಝುಟೆ ಯೆಯ್ನಾ ಮನ್ತಲೆ ತುಮ್ಕಾ ಕಳಲ್ಲೆ ಹಾಯ್. ತಸೆ ಮನುನ್ ಮಿಯಾ ಹಿ ಚಿಟಿ ಲಿವ್ಕಲಾಗ್ಲಾ.