1 John 2:22 — Compare Translations

7 translations compared side by side

Odia - 1840
"ତବେେ ମିଥ୍ଯାବାଦୀ କିଏ? ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯେ ଅସ୍ବୀକାର କରେ, ସେ ହେଉଛି ମିଥ୍ଯାବାଦୀ। ସେ ଖ୍ରୀଷ୍ଟଙ୍କର ଶତ୍ରୁ। ସେ ପରମ ପିତା ଓ ପୁତ୍ର ଦୁହିଁଙ୍କୁ ଅସ୍ବୀକାର କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯେ ନାସ୍ତି କରେ, ତାହାଠାରୁ ଆଉ ମିଥ୍ୟାବାଦୀ କିଏ? ଯେ ପିତା ଓ ପୁତ୍ରଙ୍କୁ ନାସ୍ତି କରେ, ସେ ତ ସେହି ଖ୍ରୀଷ୍ଟାରି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେବେ ମିଥ୍ୟାବାଦୀ କିଏ? ଯୀଶୁଙ୍କୁ ତ୍ରାଣକର୍ତ୍ତା ଖ୍ରୀଷ୍ଟ ବୋଲି ଯେ ସ୍ୱୀକାର କରେ ନାହିଁ, ସେ ମିଥ୍ୟାବାଦୀ। ପୁଣି ସେ ଖ୍ରୀଷ୍ଟଙ୍କ ଶତ୍ରୁ -ପିତା ଈଶ୍ୱବର ଓ ତାଙ୍କ ପୁତ୍ର ଯୀଶୁ, ଉଭୟଙ୍କୁ ସେ ପ୍ରତ୍ୟାଖ୍ୟାନ କରେ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ମିଥ୍ୟାବାଦୀ କିଏ? ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯେ ଅସ୍ୱୀକାର କରେ, ସେ ହେଉଛି ମିଥ୍ୟାବାଦୀ। ସେ ଖ୍ରୀଷ୍ଟଙ୍କର ଶତ୍ରୁ। ସେ ପରମ ପିତା ଓ ପୁତ୍ର ଦୁହିଁଙ୍କୁ ଅସ୍ୱୀକାର କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯେ ନାସ୍ତି କରେ, ତାହାଠାରୁ ଆଉ ମିଥ୍ୟାବାଦୀ କିଏ? ଯେ ପିତା ଓ ପୁତ୍ରଙ୍କୁ ନାସ୍ତି କରେ, ସେ ତ ସେହି ଭଣ୍ଡଖ୍ରୀଷ୍ଟ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯେ ନାସ୍ତି କରେ, ତାହାଠାରୁ ଆଉ ମିଥ୍ୟାବାଦୀ କିଏ? ଯେ ପିତା ଓ ପୁତ୍ରଙ୍କୁ ନାସ୍ତି କରେ, ସେ ତ ସେହି ଭଣ୍ଡଖ୍ରୀଷ୍ଟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚ್ಯಾಸಾಟ್ನಿ ಝುಟೊ ಮಟ್ಲ್ಯಾರ್ ಕೊನ್? ಜೆಜು ಕ್ರಿಸ್ತ್ ನ್ಹಯ್ ಮನುನ್ ಮಾನಿನಸಲ್ಲೊ. ಮನುನ್ ಅನಿ ಜೊ ಕೊನ್ ಬಾಬಾಕ್ ಹೊಂವ್ದಿತ್ ಲೆಕಾಕ್ ಹೊಂವ್ದಿತ್ ವಳ್ಕಿನಾ ಮನುನ್ ಸಾಂಗ್ತಾ ತೊಚ್ ಕ್ರಿಸ್ತ್ ವಿರೊಧಿ.