1 John 2:23 — Compare Translations
7 translations compared side by side
Odia - 1840
"ଯେଉଁ ବ୍ଯକ୍ତି ପୁତ୍ରକୁ ବିଶ୍ବାସ କରେ ନାହିଁ, ପିତା ତାହାଙ୍କଠା ରେ ବାସ କରନ୍ତି ନାହିଁ। ଯେଉଁ ବ୍ଯକ୍ତି ପୁତ୍ରକୁ ଗ୍ରହଣ କରେ, ତାହାଙ୍କଠା ରେ ପିତା ମଧ୍ଯ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ପୁତ୍ରଙ୍କୁ ନାସ୍ତି କରେ, ସେ ପିତାଙ୍କୁ ପ୍ରାପ୍ତ ହୋଇ ନାହିଁ; ଯେ ପୁତ୍ରଙ୍କୁ ସ୍ଵୀକାର କରେ, ସେ ପିତାଙ୍କୁ ମଧ୍ୟ ପ୍ରାପ୍ତ ହୋଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଯେ ପୁତ୍ରଙ୍କୁ ପ୍ରତ୍ୟାଖ୍ୟାନ କରେ, ସେ ପିତାଙ୍କୁ ମଧ୍ୟ ପ୍ରତ୍ୟାଖ୍ୟାନ କରେ; ଯେ ପୁତ୍ରଙ୍କୁ ଗ୍ରହଣ କରେ, ସେ ତା’ ଜୀବନରେ ପିତାଙ୍କ ସତ୍ତା ମଧ୍ୟ ଅନୁଭବ କରିବ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ବ୍ୟକ୍ତି ପୁତ୍ରକୁ ବିଶ୍ୱାସ କରେ ନାହିଁ, ପିତା ତାହାଙ୍କଠାରେ ବାସ କରନ୍ତି ନାହିଁ। ଯେଉଁ ବ୍ୟକ୍ତି ପୁତ୍ରକୁ ଗ୍ରହଣ କରେ, ତାହାଙ୍କଠାରେ ପିତା ମଧ୍ୟ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ପୁତ୍ରଙ୍କୁ ନାସ୍ତି କରେ, ସେ ପିତାଙ୍କୁ ପ୍ରାପ୍ତ କରି ନାହିଁ; ଯେ ପୁତ୍ରଙ୍କୁ ସ୍ୱୀକାର କରେ, ସେ ପିତାଙ୍କୁ ମଧ୍ୟ ପ୍ରାପ୍ତ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ଯେ ପୁତ୍ରଙ୍କୁ ନାସ୍ତି କରେ, ସେ ପିତାଙ୍କୁ ପ୍ରାପ୍ତ କରି ନାହିଁ; ଯେ ପୁତ୍ରଙ୍କୁ ସ୍ୱୀକାର କରେ, ସେ ପିତାଙ୍କୁ ମଧ୍ୟ ପ୍ରାପ୍ତ କରିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕೊನ್ ದೆವಾಚ್ಯಾ ಲೆಕಾಕ್ ತಿರಸ್ಕಾರ್ ಕರ್ತಾ, ತೊ ಬಾಬಾಕ್ಬಿ ತಿರಸ್ಕಾರ್ ಕರ್ತಾ,ಲೆಕಾಕ್ ಕೊನ್ ಒಪ್ಪುನ್ ಘೆತಾ ತೊ ಬಾಬಾಕ್ಬಿ ಒಪ್ಪುನ್ ಘೆತಾ.