1 John 2:24 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ଆରମ୍ଭରୁ ଯାହା ଶିକ୍ଷା ପାଇଛ, ତାହା ପାଳନ କର। ତୁମ୍ଭେ ଯଦି ସହେି ଶିକ୍ଷା ଅନୁଯାଯୀ ଜୀବନ କାଟିବ, ତବେେ ତୁମ୍ଭେ ପିତା ପରମେଶ୍ବର ଓ ପୁତ୍ରଙ୍କଠା ରେ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଆରମ୍ଭରୁ ଯାହା ଶୁଣିଅଛ, ତାହା ତୁମ୍ଭମାନଙ୍କଠାରେ ଥାଉ । ତୁମ୍ଭେମାନେ ଆରମ୍ଭରୁ ଯାହା ଶୁଣିଅଛ, ତାହା ଯଦି ତୁମ୍ଭମାନଙ୍କଠାରେ ଥାଏ, ତାହାହେଲେ ତୁମ୍ଭେମାନେ ମଧ୍ୟ ପୁତ୍ର ଓ ପିତାଙ୍କଠାରେ ରହିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅତଏବ, ଆଦୃରୁ ଯେଉଁ ବାର୍ତ୍ତା ଶୁଣି ଆସିଛ, ସେଥିପ୍ରତି ବିଶ୍ୱସ୍ତ ହୋଇ ରୁହ। ଆଦ୍ୟରୁ ଯାହା ଶୁଣିଛ, ତାକୁ ଯଦି ଅକ୍ଷୁଣ୍ଣ ରଖି ପାରିବ, ତାହାହେଲେ, ତୁମ୍ଭେମାନେ ପିତା ଈଶ୍ୱର ଓ ତାଙ୍କ ପୁତ୍ରଙ୍କ ସହିତ ଚିରକାଳ ସଂଯୁକ୍ତ ହୋଇ ରହିବ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଆରମ୍ଭରୁ ଯାହା ଶିକ୍ଷା ପାଇଛ, ତାହା ପାଳନ କର। ତୁମ୍ଭେ ଯଦି ସେହି ଶିକ୍ଷା ଅନୁଯାୟୀ ଜୀବନ କାଟିବ, ତେବେ ତୁମ୍ଭେ ପିତା ପରମେଶ୍ୱର ଓ ପୁତ୍ରଙ୍କଠାରେ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଆରମ୍ଭରୁ ଯାହା ଶୁଣିଅଛ, ତାହା ତୁମ୍ଭମାନଙ୍କଠାରେ ଥାଉ। ତୁମ୍ଭେମାନେ ଆରମ୍ଭରୁ ଯାହା ଶୁଣିଅଛ, ତାହା ଯଦି ତୁମ୍ଭମାନଙ୍କଠାରେ ଥାଏ, ତାହାହେଲେ ତୁମ୍ଭେମାନେ ମଧ୍ୟ ପୁତ୍ର ଓ ପିତାଙ୍କଠାରେ ରହିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଆରମ୍ଭରୁ ଯାହା ଶୁଣିଅଛ, ତାହା ତୁମ୍ଭମାନଙ୍କଠାରେ ଥାଉ। ତୁମ୍ଭେମାନେ ଆରମ୍ଭରୁ ଯାହା ଶୁଣିଅଛ, ତାହା ଯଦି ତୁମ୍ଭମାନଙ୍କଠାରେ ଥାଏ, ତାହାହେଲେ ତୁମ୍ଭେମାନେ ମଧ୍ୟ ପୁତ୍ର ଓ ପିତାଙ୍କଠାରେ ରହିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಆರಂಬಾಕ್ನಾ ತುಮಿ ಆಯ್ಕಲ್ಲಿ ಸಂಗ್ತಿಯಾ ಮನಾತ್ನಿ ಥವ್ನ್ ಘೆವಾ, ಹೆ ಸಗ್ಳೆ ತುಮ್ಚ್ಯಾ ಮನಾತ್ ರ್ಹಾಲ್ಯಾರ್ ಬಾಬಾಚ್ಯಾ ಅನಿ ಲೆಕಾಚ್ಯಾ ವಾಂಗ್ಡಾ ತುಮಿಬಿ ಎಕ್ ಹೊವ್ನ್ ರ್ಹಾತ್ಯಾಸಿ.