1 John 2:25 — Compare Translations

7 translations compared side by side

Odia - 1840
"ପୁତ୍ର ଆମ୍ଭମାନଙ୍କୁ ଏହି ଅନନ୍ତ ଜୀବନ ଦବେେ ବୋଲି ପ୍ରତିଜ୍ଞା କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ଆମ୍ଭମାନଙ୍କୁ ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ଅନ; ଜୀବନ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ୍ଭମାନଙ୍କୁ ଏହି ଦାନ କରିବା ପାଇଁ ସ୍ୱୟଂ ଖ୍ରୀଷ୍ଟ ପ୍ରତିଜ୍ଞା କରିଛନ୍ତି- ଏହାହିଁ ଅନନ୍ତ ଜୀବନ।
Odia Bible ERV 2004 (ପବିତ୍ର ବାଇବଲ)
ପୁତ୍ର ଆମ୍ଭମାନଙ୍କୁ ଏହି ଅନନ୍ତ ଜୀବନ ଦେବେ ବୋଲି ପ୍ରତିଜ୍ଞା କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ଆମ୍ଭମାନଙ୍କୁ ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ଅନନ୍ତ ଜୀବନ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ଆମ୍ଭମାନଙ୍କୁ ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ଅନନ୍ତ ଜୀବନ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕ್ರಿಸ್ತಾನ್ ಅಮ್ಕಾ ದಿಲ್ಲಿ ಗೊಸ್ಟ್ ಕಾಯ್ ಮಟ್ಲ್ಯಾರ್, ಕನ್ನಾಚ್ ಮರಾನ್ ನಸಲ್ಲೆ ಜಿವನ್.