1 John 2:26 — Compare Translations
7 translations compared side by side
Odia - 1840
"ଯେଉଁମାନେ ତୁମ୍ଭମାନଙ୍କୁ ଭୁଲ ପଥରେ କଢ଼ାଇ ନବୋକୁ ଚେଷ୍ଟା କରୁଛନ୍ତି, ସମାନଙ୍କେ ବିଷୟ ରେ ମୁଁ ତୁମ୍ଭମାନଙ୍କୁ ଏହି କଥା ଲେଖୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ତୁମ୍ଭମାନଙ୍କୁ ଭ୍ରାନ୍ତ କରିବାକୁ ଚେଷ୍ଟା କରନ୍ତି, ସେମାନଙ୍କ ସମ୍ଵନ୍ଧରେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହିସମସ୍ତ ଲେଖିଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ତୁମ୍ଭମାନଙ୍କୁ ପ୍ରତାରଣା କରିବାକୁ ଚେଷ୍ଟା କରୁଛନ୍ତି, ସେମାନଙ୍କ ବିଷୟରେ ତୁମ୍ଭମାନଙ୍କୁ ସତର୍କ କରି ଦେଉଛି।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ତୁମ୍ଭମାନଙ୍କୁ ଭୁଲ୍ ପଥରେ କଢ଼ାଇ ନେବାକୁ ଚେଷ୍ଟା କରୁଛନ୍ତି, ସେମାନଙ୍କ ବିଷୟରେ ମୁଁ ତୁମ୍ଭମାନଙ୍କୁ ଏହି କଥା ଲେଖୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ତୁମ୍ଭମାନଙ୍କୁ ଭ୍ରାନ୍ତ କରିବାକୁ ଚେଷ୍ଟା କରନ୍ତି, ସେମାନଙ୍କ ସମ୍ବନ୍ଧରେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ତୁମ୍ଭମାନଙ୍କୁ ଭ୍ରାନ୍ତ କରିବାକୁ ଚେଷ୍ଟା କରନ୍ତି, ସେମାନଙ୍କ ସମ୍ବନ୍ଧରେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಕಾ ಚುಕೆಚ್ಯಾ ವಾಟೆಕ್ ನ್ಹೆತಲ್ಯಾ ಲೊಕಾಂಚ್ಯಾ ಸಂಗ್ತಿಯಾಂಚ್ಯಾ ವಿಶಯಾತ್ ಮಿಯಾ ಲಿವ್ಲಾ.