1 John 2:27 — Compare Translations

7 translations compared side by side

Odia - 1840
"ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଏକ ବିଶଷେ ଦାନ ଦଇେଛନ୍ତି, ତାହା ତୁମ୍ଭଠା ରେ ଏପର୍ୟ୍ଯନ୍ତ ଅଛି। ଏଥିପାଇଁ ତୁମ୍ଭର କାହାଠାରୁ ଶିକ୍ଷା ନବୋ ଆବଶ୍ଯକ ନାହିଁ। ମାତ୍ର ତାହାଙ୍କଠାରୁ ପ୍ରାପ୍ତ ସହେି ଦାନ ତୁମ୍ଭକୁ ସମସ୍ତ ବିଷୟ ରେ ଶିକ୍ଷା ଦେଉଛି। ସେ ତୁମ୍ଭକୁ ଦଇେଥିବା ସହେି ଦାନ ସତ୍ଯ ଅଟେ, ମିଥ୍ଯା ନୁହେଁ। ତେଣୁ ତାହାଙ୍କର ସହେି ଦାନର ଶିକ୍ଷାନୁସା ରେ ତୁମ୍ଭମାନେେ ଖ୍ରୀଷ୍ଟଙ୍କଠା ରେ ଆଉ ଜୀବନଯାପନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତୁମ୍ଭେମାନେ ତାହାଙ୍କଠାରୁ ଯେଉଁ ଅଭିଷେକ ପାଇଅଛ, ତାହା ତୁମ୍ଭମାନଙ୍କଠାରେ ରହିଅଛି, ପୁଣି କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦେବ, ଏହା ତୁମ୍ଭମାନଙ୍କର ଆବଶ୍ୟକ ନାହିଁ, ମାତ୍ର ତାହାଙ୍କଠାରୁ ସେହି ଅଭିଷେକ ତୁମ୍ଭମାନଙ୍କୁ ସମସ୍ତ ବିଷୟରେ ଯେଉଁ ଶିକ୍ଷା ଦିଏ, ତାହା ସତ୍ୟ ଅଟେ, ମିଥ୍ୟା ନୁହେଁ; ଏଣୁ ସେହି ଶିକ୍ଷା ଅନୁସାରେ ତାହାଙ୍କଠାରେ ରୁହ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁ ତାଙ୍କ ପବିତ୍ରଆତ୍ମାରେ ପରିପୂର୍ଣ୍ଣ କରିଛନ୍ତି। ଯେଉଁ ପର୍ଯ୍ୟନ୍ତ ଏହି ଆତ୍ମା ତୁମ ଅନ୍ତରରେ ବିରାଜମା. ଅନ୍ୟମାନଙ୍କଠାରୁ ଶିକ୍ଷା ଦିଅନ୍ତି- ତାଙ୍କ ଶିକ୍ଷଶ ମିଥ୍ୟା ନୁହେଁ। ସେହି ଆତ୍ମାଙ୍କ ଶିକ୍ଷା ପାଳନ କରି ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ରୁହ।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଏକ ବିଶେଷ ଦାନ ଦେଇଛନ୍ତି, ତାହା ତୁମ୍ଭଠାରେ ଏପର୍ଯ୍ୟନ୍ତ ଅଛି। ଏଥିପାଇଁ ତୁମ୍ଭର କାହାଠାରୁ ଶିକ୍ଷା ନେବା ଆବଶ୍ୟକ ନାହିଁ। ମାତ୍ର ତାହାଙ୍କଠାରୁ ପ୍ରାପ୍ତ ସେହି ଦାନ ତୁମ୍ଭକୁ ସମସ୍ତ ବିଷୟରେ ଶିକ୍ଷା ଦେଉଛି। ସେ ତୁମ୍ଭକୁ ଦେଇଥିବା ସେହି ଦାନ ସତ୍ୟ ଅଟେ, ମିଥ୍ୟା ନୁହେଁ। ତେଣୁ ତାହାଙ୍କର ସେହି ଦାନର ଶିକ୍ଷାନୁସାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଆଉ ଜୀବନଯାପନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତୁମ୍ଭେମାନେ ତାହାଙ୍କଠାରୁ ଯେଉଁ ଅଭିଷେକ ପାଇଅଛ, ତାହା ତୁମ୍ଭମାନଙ୍କଠାରେ ରହିଅଛି, ପୁଣି, କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦେବ, ଏହା ତୁମ୍ଭମାନଙ୍କର ଆବଶ୍ୟକ ନାହିଁ, ମାତ୍ର ତାହାଙ୍କଠାରୁ ସେହି ଅଭିଷେକ ତୁମ୍ଭମାନଙ୍କୁ ସମସ୍ତ ବିଷୟରେ ଯେଉଁ ଶିକ୍ଷା ଦିଏ, ତାହା ସତ୍ୟ ଅଟେ, ମିଥ୍ୟା ନୁହେଁ; ଏଣୁ ସେହି ଶିକ୍ଷା ଅନୁସାରେ ତାହାଙ୍କଠାରେ ରୁହ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତୁମ୍ଭେମାନେ ତାହାଙ୍କଠାରୁ ଯେଉଁ ଅଭିଷେକ ପାଇଅଛ, ତାହା ତୁମ୍ଭମାନଙ୍କଠାରେ ରହିଅଛି, ପୁଣି, କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦେବ, ଏହା ତୁମ୍ଭମାନଙ୍କର ଆବଶ୍ୟକ ନାହିଁ, ମାତ୍ର ତାହାଙ୍କଠାରୁ ସେହି ଅଭିଷେକ ତୁମ୍ଭମାନଙ୍କୁ ସମସ୍ତ ବିଷୟରେ ଯେଉଁ ଶିକ୍ଷା ଦିଏ, ତାହା ସତ୍ୟ ଅଟେ, ମିଥ୍ୟା ନୁହେଁ; ଏଣୁ ସେହି ଶିକ୍ଷା ଅନୁସାରେ ତାହାଙ୍କଠାରେ ରୁହ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಕ್ರಿಸ್ತಾನ್ ತುಮ್ಚ್ಯಾ ವರ್ತಿ ಅಪ್ನಾಚೊ ಪವಿತ್ರ್ ಆತ್ಮೊ ವೊತ್ಲ್ಯಾನಾಯ್ ತೆಚೊ ಪವಿತ್ರ್ ಆತ್ಮೊ ತುಮ್ಚ್ಯಾ ವಾಂಗ್ಡಾ ರ್‍ಹಾತಾನಾ, ಶಿಕ್ವುತಲ್ಯಾಚಿ ತುಮ್ಕಾ ಗರಜ್ ನಾ, ತೊಚ್ ತುಮ್ಕಾ ಶಿಕ್ವುತಾ ಅನಿ ತೆಚೆ ಶಿಕಾಪ್ ಖರೆ, ಝುಟೆ ನ್ಹಯ್.ತೆನಿ ತುಮ್ಕಾ ಶಿಕ್ವಲ್ಲ್ಯಾ ಸಾರ್ಕೆ ತುಮಿ ಕ್ರಿಸ್ತಾಚ್ಯಾ ವಾಂಗ್ಡಾ ರ್‍ಹಾವಾ.