1 John 2:28 — Compare Translations
7 translations compared side by side
Odia - 1840
"ପ୍ରିୟ ପିଲାମାନେ, ତାହାଙ୍କଠା ରେ ରୁହ। ଏହା କଲେ, ଖ୍ରୀଷ୍ଟ ଯେଉଁଦିନ ଆସିବେ ଆମ୍ଭମାନେେ ଭରସାୟୁକ୍ତ ହାଇେ ଭୟ କରିବା ନାହିଁ। ଯେଉଁଦିନ ସେ ଆସିବେ, ସହେିଦିନ ଆମ୍ଭକୁ ଲଜ୍ଜିତ ହବୋକୁ କିମ୍ବା ଆତ୍ମଗୋପନ କରିବାକୁ ପଡ଼ିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ହେ ବତ୍ସଗଣ, ତାହାଙ୍କଠାରେ ରୁହ, ଯେପରି ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ତାହାଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭେମାନେ ଲଜ୍ଜିତ ନ ହୋଇ ସାହସ ପ୍ରାପ୍ତ ହେବା ।
Odia BSI (ପବିତ୍ର ବାଇବଲ (CL) NT (BSI))
ହଁ ପିଲାମାନେ! ତାଙ୍କଠାରେ ସଂଯୁକ୍ତ ହୋଇ ରୁହ, ତାହାହେଲେ ତାଙ୍କର ଯେତେବେଳେ ଆବିର୍ଭାବ ହେବ, ଆମ ନିର୍ଭୀକ ଭାବରେ ତାଙଘ୍କର ସମ୍ମୁଖୀନ ହୋଇ ପାରବା- ସେହି ଦିବସରେ ଆମକୁ ଲଜ୍ଜାରେ ଆତ୍ମଗୋପନ କରିବାକୁ ପଡ଼ଫିବ ନାହହିଁ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରିୟ ପିଲାମାନେ, ତାହାଙ୍କଠାରେ ରୁହ। ଏହା କଲେ, ଖ୍ରୀଷ୍ଟ ଯେଉଁଦିନ ଆସିବେ ଆମ୍ଭେମାନେ ଭରସାଯୁକ୍ତ ହୋଇ ଭୟ କରିବା ନାହିଁ। ଯେଉଁଦିନ ସେ ଆସିବେ, ସେହି ଦିନ ଆମ୍ଭକୁ ଲଜ୍ଜିତ ହେବାକୁ କିମ୍ବା ଆତ୍ମଗୋପନ କରିବାକୁ ପଡ଼ିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ହେ ବତ୍ସଗଣ, ତାହାଙ୍କଠାରେ ରୁହ, ଯେପରି ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ତାହାଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭେମାନେ ଲଜ୍ଜିତ ନ ହୋଇ ସାହସ ପ୍ରାପ୍ତ ହେବା।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ହେ ବତ୍ସଗଣ, ତାହାଙ୍କଠାରେ ରୁହ, ଯେପରି ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ତାହାଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭେମାନେ ଲଜ୍ଜିତ ନ ହୋଇ ସାହସ ପ୍ରାପ୍ତ ହେବା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ಪ್ರೆಮಾಚ್ಯಾ ಪೊರಾನು, ಅತ್ತಾ ತುಮಿ ತೆಚ್ಯಾ ವಾಂಗ್ಡಾ ರ್ಹಾವ್ಕ್ ಜಾಯ್,ಅಸೆ ತೊ ದಿಸ್ತಲ್ಲ್ಯಾ ದಿಸಾ ತೆಚ್ಯಾಕ್ನಾ ಲಜುನ್ ಧುರ್ ಜಾತಲ್ಯಾ ಬದ್ಲಾಕ್ ವಿಶ್ವಾಸಾನ್ ತೆಚೆಕ್ಡೆ ಜಾವ್ಕ್ ಪಾವ್ತಾಂವ್.