1 John 2:29 — Compare Translations

7 translations compared side by side

Odia - 1840
"ସେ ଧାର୍ମିକ ବୋଲି ତୁମ୍ଭେ ଜାଣିଛ। ତେଣୁ ତୁମ୍ଭେ ଏହା ମଧ୍ଯ ଜାଣିରଖ ଯେ, ଧର୍ମାଚରଣ କରୁଥିବା ସମସ୍ତ ବ୍ଯକ୍ତି ପରମେଶ୍ବରଙ୍କର ସନ୍ତାନ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଧାର୍ମିକ ଅଟନ୍ତି, ଏହା ଯଦି ଜାଣ, ତେବେ ଯେକେହି ଧର୍ମାଚରଣ କରେ, ସେ ଯେ ତାହାଙ୍କଠାରୁ ଜାତ,, ଏହା ମଧ୍ୟ ଜାଣ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ଜାଣ, ଖ୍ରୀଷ୍ଟ ସମ୍ପୂର୍ଣ୍ଣ ନ୍ୟାୟବାନ। ତେଣୁ ଏହି ମଧ୍ୟ ଜାଣି ରଖିବା ଉଚିତ ଯେ, ଯେଉଁମାନେ ସତ୍କର୍ମ କରନ୍ତୁ, ସେମାନେ ହିଁ ଈଶ୍ୱରଙ୍କ ସନ୍ତାନ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଧାର୍ମିକ ବୋଲି ତୁମ୍ଭେ ଜାଣିଛ। ତେଣୁ ତୁମ୍ଭେ ଏହା ମଧ୍ୟ ଜାଣିରଖ ଯେ, ଧର୍ମାଚରଣ କରୁଥିବା ସମସ୍ତ ବ୍ୟକ୍ତି ପରମେଶ୍ୱରଙ୍କର ସନ୍ତାନ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଧାର୍ମିକ ଅଟନ୍ତି, ଏହା ଯଦି ଜାଣ, ତେବେ ଯେ କେହି ଧର୍ମାଚରଣ କରେ, ସେ ଯେ ତାହାଙ୍କଠାରୁ ଜାତ, ଏହା ମଧ୍ୟ ଜାଣ।
Odia IRV 2017 (ଓଡିଆ ବାଇବେଲ)
ସେ ଧାର୍ମିକ ଅଟନ୍ତି, ଏହା ଯଦି ଜାଣ, ତେବେ ଯେ କେହି ଧର୍ମାଚରଣ କରେ, ସେ ଯେ ତାହାଙ୍କଠାରୁ ଜାତ, ଏହା ମଧ୍ୟ ଜାଣ |
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವ್ ನಿತಿವಂತ್ ಮನುನ್ ತುಮ್ಕಾ ಗೊತ್ತ್ ರ್‍ಹಾಲ್ಯಾರ್, ನಿತಿನ್ ಚಲ್ತಾ ತೊ ಹರ್ ಎಕ್ಲೊ ದೆವಾಚೊ ಪೊರ್ ಮನುನ್ ತುಮ್ಕಾ ಗೊತ್ತ್ ರ್‍ಹಾವ್ಚೆ.