1 John 2:4 — Compare Translations

7 translations compared side by side

Odia - 1840
"ଯଦି କିଏ କୁ ହେ, ମୁଁ ପରମେଶ୍ବରଙ୍କୁ ଜାଣେ, କିନ୍ତୁ ତାହାଙ୍କ ଆଜ୍ଞା ପାଳନ କରେ ନାହିଁ, ତବେେ ସେ ଜଣେ ମିଥ୍ଯାବାଦୀ। ତାହାଙ୍କଠା ରେ ସତ୍ଯ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ଆଜ୍ଞା ପାଳନ ନ କରି ତାହାଙ୍କୁ ଜାଣେ ବୋଲି ଯେ କହେ, ସେ ମିଥ୍ୟାବାଦୀ ଓ ତାହାଠାରେ ସତ୍ୟ ନାହିଁ;
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦି କେହି କହେ ଯେ, ସେ ଈଶ୍ୱରଙ୍କୁ ଜାଣିଛି, ଅଥଚ ସେ ତାଙ୍କ ଆଜ୍ଞାପାଳନ କରେ ନାହିଁ, ଯେ ଜଣେ ମିଥ୍ୟାବାଦୀ; ତା’ ଅନ୍ତରରେ ସତ୍ୟର ସ୍ଥାନ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କିଏ କୁହେ, “ମୁଁ ପରମେଶ୍ୱରଙ୍କୁ ଜାଣେ,” କିନ୍ତୁ ତାହାଙ୍କ ଆଜ୍ଞା ପାଳନ କରେ ନାହିଁ, ତେବେ ସେ ଜଣେ ମିଥ୍ୟାବାଦୀ। ତାହାଙ୍କଠାରେ ସତ୍ୟ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ଆଜ୍ଞା ପାଳନ ନ କରି ତାହାଙ୍କୁ ଜାଣେ ବୋଲି ଯେ କହେ, ସେ ମିଥ୍ୟାବାଦୀ ଓ ତାହାଠାରେ ସତ୍ୟ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ଆଜ୍ଞା ପାଳନ ନ କରି ତାହାଙ୍କୁ ଜାଣେ ବୋଲି ଯେ କହେ, ସେ ମିଥ୍ୟାବାଦୀ ଓ ତାହାଠାରେ ସତ୍ୟ ନାହିଁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕೊನ್ “ಮಿಯಾ ದೆವಾಕ್ ವಳಕ್ತಾ” ಮನುನ್ಗೆತ್ ತೆಚ್ಯಾ ಹುಕುಮಾಕ್ನಿ ಖಾಲ್ತಿ ಹೊವ್ನ್ ಚಲಿನಾ ತೊ ಝುಟೊ, ಖರೆ ಮನ್ತಲೆ ತೆಂಚ್ಯಾಕ್ಡೆ ನಾ.