1 John 2:5 — Compare Translations

7 translations compared side by side

Odia - 1840
"ଯେଉଁ ବ୍ଯକ୍ତି ପରମେଶ୍ବରଙ୍କ ଶିକ୍ଷା ପାଳନ କରେ, ତା'ଠା ରେ ପରମେଶ୍ବରଙ୍କ ପ୍ ରମରେ ଉଦ୍ଦେଶ୍ଯ ସାଧିତ ହାଇେଛି। ଏହିଭଳି ଭାବେ ଆମ୍ଭମାନେେ ପରମେଶ୍ବରଙ୍କର ଅନୁଗମନ କରୁଛୁ ବୋଲି ଜାଣିପାରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯେ ତାହାଙ୍କ ବାକ୍ୟ ପାଳନ କରେ, ତାହାଠାରେ ଈଶ୍ଵରଙ୍କ ପ୍ରେମ ପ୍ରକୃତ ରୂପେ ସିଦ୍ଧ ହୋଇଅଛି । ଏତଦ୍ଦ୍ଵାରା ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ତାହାଙ୍କଠାରେ ଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅପର ପକ୍ଷେ, ଯେଉଁ ବ୍ୟକ୍ତି ଈଶ୍ୱରଙ୍କ ଜ୍ଞା ପାଳନ କରେ; ଈଶ୍ବରଙ୍କ ପ୍ରତି ତା’ର ପ୍ରେମ ପରିପୂର୍ଣ୍ଣତା ଲାଭ କରିଛି। ଜୀବନରେ ଈଶ୍ୱରଙ୍କ ସତ୍ତା ଆମେ ଯେ ଅନୁଭବ କରୁଛୁ, ଏହି ନିତଶ୍ଚିତ ଭାବରେ କିପରି ଜାଣି ପାରିବା?
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କ ଶିକ୍ଷା ପାଳନ କରେ, ତା’ଠାରେ ପରମେଶ୍ୱରଙ୍କ ପ୍ରେମର ଉଦ୍ଦେଶ୍ୟ ସାଧିତ ହୋଇଛି। ଏହିଭଳି ଭାବେ ଆମ୍ଭେମାନେ ପରମେଶ୍ୱରଙ୍କର ଅନୁଗମନ କରୁଛୁ ବୋଲି ଜାଣି ପାରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯେ ତାହାଙ୍କ ବାକ୍ୟ ପାଳନ କରେ, ତାହାଠାରେ ଈଶ୍ବରଙ୍କ ପ୍ରେମ ପ୍ରକୃତ ରୂପେ ସିଦ୍ଧ ହୋଇଅଛି। ଏତଦ୍ଵାରା ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ତାହାଙ୍କଠାରେ ଅଛୁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯେ ତାହାଙ୍କ ବାକ୍ୟ ପାଳନ କରେ, ତାହାଠାରେ ଈଶ୍ୱରଙ୍କ ପ୍ରେମ ପ୍ରକୃତ ରୂପେ ସିଦ୍ଧ ହୋଇଅଛି । ଏତଦ୍ଵାରା ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ତାହାଙ୍କଠାରେ ଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜೆ ತರ್ ದೆವಾಚ್ಯಾ ಗೊಸ್ಟಿಯಾಕ್ನಿ ಖಾಲ್ತಿ ಹೊವ್ನ್ ಚಲ್ಲ್ಯಾರ್ ದೆವಾಚ್ಯಾ ವರ್ತಿ ಹೊತ್ತೊ ತೆಚೊ ಪ್ರೆಮ್ ಪರಿಪುರ್ನ್ ಹೊತಾ ಅನಿ ಹೆಚ್ಯಾ ವೈನಾ ಅಮಿ ದೆವಾಚ್ಯಾ ವಾಂಗ್ಡಾ ಎಕ್ವಟ್ಟಾನ್ ಹಾಂವ್ ಮನ್ತಲೆ ಕಳುನ್ ಯೆತಾ.