1 John 2:6 — Compare Translations

7 translations compared side by side

Odia - 1840
"ପରମେଶ୍ବରଙ୍କ ସହ ଜୀବନଯାପନ କରୁଛୁ ବୋଲି ଦାବି କରୁଥିବା ବ୍ଯକ୍ତି ଯୀଶୁଙ୍କ ଭଳି ଜୀବନଯାପନ କରିବା ଉଚିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ତାହାଙ୍କଠାରେ ରହେ ବୋଲି କହେ, ତାହାର ତାହାଙ୍କ ପରି ଆଚରଣ କରିବା ମଧ୍ୟ କର୍ତ୍ତବ୍ୟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ ଈଶ୍ୱରଙ୍କ ସତ୍ତା ଅନୁଭବ କରୁଛି ବୋଲି କହେ, ସେ ଅବିକଳ ଖ୍ରୀଷ୍ଟ ଯୀଶୁଙ୍କ ପରି ଜୀବନ ଯାପନ କରିବା ଉଚିତ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ସହ ଜୀବନଯାପନ କରୁଛୁ ବୋଲି ଦାବି କରୁଥିବା ବ୍ୟକ୍ତି ଯୀଶୁଙ୍କ ଭଳି ଜୀବନଯାପନ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ତାହାଙ୍କଠାରେ ରହେ ବୋଲି କହେ, ସେ ତାହାଙ୍କ ପରି ଆଚରଣ କରିବା ମଧ୍ୟ କର୍ତ୍ତବ୍ୟ।
Odia IRV 2017 (ଓଡିଆ ବାଇବେଲ)
ଯେ ତାହାଙ୍କଠାରେ ରହେ ବୋଲି କହେ, ସେ ତାହାଙ୍କ ପରି ଆଚରଣ କରିବା ମଧ୍ୟ କର୍ତ୍ତବ୍ୟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ದೆವಾಚ್ಯಾ ವಾಂಗ್ಡಾ ಎಕ್ ಹೊವ್ನ್ ಹಾಂವ್ ಮನ್ತಲ್ಯಾನ್, ಜೆಜು ಕ್ರಿಸ್ತಾನ್ ಜಿವನ್ ಕರಲ್ಲ್ಯಾ ಸಾರ್ಕೆಚ್ ಜಿವನ್ ಕರುಚೆ.