1 John 2:7 — Compare Translations

7 translations compared side by side

Odia - 1840
"ପ୍ରିୟ ବନ୍ଧୁଗଣ!ମୁଁ ତୁମ୍ଭମାନଙ୍କ ନିକଟକୁ କୌଣସି ନୂତନ ଆଜ୍ଞା ବିଷୟ ରେ ଲେଖୁ ନାହିଁ, ମାତ୍ର ଏହା ସହେି ପୁରାତନ ଆଜ୍ଞା, ଯାହା ଆରମ୍ଭରୁ ତୁମ୍ଭମାନେେ ପାଇଅଛ। ଯେଉଁ ଶିକ୍ଷା ତୁମ୍ଭମାନେେ ଶୁଣିଅଛ, ତାହାହିଁ ସହେି ଆଜ୍ଞା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପ୍ରିୟମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ କୌଣସି ନୂତନ ଆଜ୍ଞା ଲେଖୁ ନାହିଁ, ମାତ୍ର ଆରମ୍ଭରୁ ଯେଉଁ ପୁରାତନ ଆଜ୍ଞା ତୁମ୍ଭେମାନେ ପାଇଅଛ, ତାହା ଲେଖୁଅଛି; ଯେଉଁ ବାକ୍ୟ ତୁମ୍ଭେମାନେ ଶୁଣିଅଛ, ତାହା ହିଁ ସେହି ପୁରାତନ ଆଜ୍ଞା ।ପ୍ର.ଯୋହ. ୩:୧୧; ଦ୍ଵି.ଯୋହ. ୧:୫ ପ୍ର.ଯୋହ. ୪:୨୧
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରିୟ ବନ୍ଧୁଗଣ! ଯେଉଁ ଆଜ୍ଞା ବିଷୟରେ ଲେଖିପାକୁ ଯାଉଛି, ତାହା ପ୍ରକୃତରେ ନୂତନ ନୁହେଁ। ବହୁ କାଳାବଧି ତୁମେ ତାହା ଶୁଣି ଆସିଛ-ଆମେ ପ୍ରଚାର କରୁଥିବା ବାର୍ତ୍ତାରେ ସେହି ଆଜ୍ଞା ତୁମେ ଶୁଣିଛ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତଙ୍କୁ ଭଲ ପାଅ ପ୍ରିୟ ବନ୍ଧୁଗଣ! ମୁଁ ତୁମ୍ଭମାନଙ୍କ ନିକଟକୁ କୌଣସି ନୂତନ ଆଜ୍ଞା ବିଷୟରେ ଲେଖୁ ନାହିଁ, ମାତ୍ର ଏହା ସେହି ପୁରାତନ ଆଜ୍ଞା, ଯାହା ଆରମ୍ଭରୁ ତୁମ୍ଭେମାନେ ପାଇଅଛ। ଯେଉଁ ଶିକ୍ଷା ତୁମ୍ଭେମାନେ ଶୁଣିଅଛ, ତାହା ହିଁ ସେହି ଆଜ୍ଞା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପ୍ରିୟମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ କୌଣସି ନୂତନ ଆଜ୍ଞା ଲେଖୁ ନାହିଁ, ମାତ୍ର ଆରମ୍ଭରୁ ଯେଉଁ ପୁରାତନ ଆଜ୍ଞା ତୁମ୍ଭେମାନେ ପାଇଅଛ, ତାହା ଲେଖୁଅଛି; ଯେଉଁ ବାକ୍ୟ ତୁମ୍ଭେମାନେ ଶୁଣିଅଛ, ତାହା ହିଁ ସେହି ପୁରାତନ ଆଜ୍ଞା।
Odia IRV 2017 (ଓଡିଆ ବାଇବେଲ)
ହେ ପ୍ରିୟମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ କୌଣସି ନୂତନ ଆଜ୍ଞା ଲେଖୁ ନାହିଁ, ମାତ୍ର ଆରମ୍ଭରୁ ଯେଉଁ ପୁରାତନ ଆଜ୍ଞା ତୁମ୍ଭେମାନେ ପାଇଅଛ, ତାହା ଲେଖୁଅଛି; ଯେଉଁ ବାକ୍ୟ ତୁମ୍ଭେମାନେ ଶୁଣିଅଛ, ତାହା ହିଁ ସେହି ପୁରାତନ ଆଜ୍ଞା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ಪ್ರಿತಿಚ್ಯಾ ವಾಂಗ್ಡಿಯಾನು, ಮಿಯಾ ತುಮ್ಕಾ ನವೊ ಹುಕುಮ್ ಲಿವ್ನ್ ಧಾಡಿನಾ ಹೊಲಾ, ಖರೆ ಹ್ಯೊ ಹುಕುಮ್ ಅದ್ದಿಚ್ಯಾನುಚ್ ತುಮ್ಕಾ ದಿಲ್ಲೊ ಹೊತ್ತೊ. ತುಮಿ ಆಯ್ಕಲ್ಲಿಚ್ ದೆವಾಚಿ ಗೊಸ್ಟ್ ತಿ.