1 John 2:8 — Compare Translations
7 translations compared side by side
Odia - 1840
"ପୁନଶ୍ଚ ମୁଁ ତୁମ୍ଭମାନଙ୍କୁ ଆଉ ଗୋଟିଏ ନୂତନ ଆଜ୍ଞା ବିଷୟ ରେ ଲେଖୁଛି, ଏହାର ସତ୍ଯତା ଯୀଶୁଙ୍କଠା ରେ ଓ ତୁମ୍ଭମାନଙ୍କ ଜୀବନ ରେ ମଧ୍ଯ ଦେଖିପାରିବ। କାରଣ ଅନ୍ଧକାର ଘୁଞ୍ଚି ଯାଉଅଛି ଓ ସତ୍ଯ ଜ୍ଯୋତିଃ ପ୍ରକାଶିତ ହେଲାଣି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁନଶ୍ଚ, ମୁଁ ନୂତନ ଆଜ୍ଞା ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, ଏହା ତାହାଙ୍କଠାରେ ଓ ତୁମ୍ଭମାନଙ୍କଠାରେ ସତ୍ୟ ବୋଲି ପ୍ରକାଶ ପାଏ । କାରଣ ଅନ୍ଧକାର ଘୁଞ୍ଚିଯାଉଅଛି ଓ ସତ୍ୟ ଜ୍ୟୋତିଃ ପ୍ରକାଶିତ ହେଲାଣି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଏହାକୁ ଏକ ନୂତନ ଆଜ୍ଞା ରୂପେ ଏଠାରେ ମୁଁ ଉଲ୍ଲେଖତ କରୁଛି, କାରଣ ଏହାର ବାସ୍ତବତା କେବଳ ଖ୍ରୀଷ୍ଟଙ୍କଠାରେ ରୂପାୟିତ ହୋଇଛି ଏବଂ ପ୍ରକୃତ ଆଲୋକ ଏବେ ପ୍ରକଶଶମାନ।
Odia Bible ERV 2004 (ପବିତ୍ର ବାଇବଲ)
ପୁନଶ୍ଚ ମୁଁ ତୁମ୍ଭମାନଙ୍କୁ ଆଉ ଗୋଟିଏ ନୂତନ ଆଜ୍ଞା ବିଷୟରେ ଲେଖୁଛି, ଏହାର ସତ୍ୟତା ଯୀଶୁଙ୍କଠାରେ ଓ ତୁମ୍ଭମାନଙ୍କ ଜୀବନରେ ମଧ୍ୟ ଦେଖି ପାରିବ। କାରଣ ଅନ୍ଧକାର ଘୁଞ୍ଚି ଯାଉଅଛି ଓ ସତ୍ୟ ଜ୍ୟୋତିଃ ପ୍ରକାଶିତ ହେଲାଣି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁନଶ୍ଚ, ମୁଁ ନୂତନ ଆଜ୍ଞା ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, ଏହା ତାହାଙ୍କଠାରେ ଓ ତୁମ୍ଭମାନଙ୍କଠାରେ ସତ୍ୟ ବୋଲି ପ୍ରକାଶ ପାଏ। କାରଣ ଅନ୍ଧକାର ଘୁଞ୍ଚିଯାଉଅଛି ଓ ସତ୍ୟ ଜ୍ୟୋତିଃ ପ୍ରକାଶିତ ହେଲାଣି।
Odia IRV 2017 (ଓଡିଆ ବାଇବେଲ)
ପୁନଶ୍ଚ, ମୁଁ ନୂତନ ଆଜ୍ଞା ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, ଏହା ତାହାଙ୍କଠାରେ ଓ ତୁମ୍ଭମାନଙ୍କଠାରେ ସତ୍ୟ ବୋଲି ପ୍ରକାଶ ପାଏ। କାରଣ ଅନ୍ଧକାର ଘୁଞ୍ଚିଯାଉଅଛି ଓ ସତ୍ୟ ଜ୍ୟୋତିଃ ପ୍ରକାଶିତ ହେଲାଣି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜಾಲ್ಯಾರ್ ಬಿ ಮಿಯಾ ತುಮ್ಕಾ ಲಿವ್ತಲೊ ಹುಕುಮ್ ನ್ಹವೊಚ್, ಕಶ್ಯಾಕ್ ಮಟ್ಲ್ಯಾರ್, ತೆಚೆ ಖರೆಪಾನ್ ಕ್ರಿಸ್ತಾತ್ ಅನಿ ತುಮ್ಚ್ಯಾ ಮದ್ದಿ ದಿಸುನ್ ಯೆತಾ. ತೆಚೆಸಾಟ್ನಿ ಕಾಳೊಕ್ ಸರುನ್ ಜಾವ್ಕಲಾಗ್ಲಾ, ಅನಿ ಖರೊ ಉಜ್ವೊಡ್ ಹೊಳ್ವಳುಕ್ ಲಾಗಲ್ಲೊ ಹಾಯ್.