1 John 2:9 — Compare Translations
7 translations compared side by side
Odia - 1840
"ଯେଉଁ ଲୋକ ଆଲୋକରେ ଅଛି ବୋଲି କୁ ହେ କିନ୍ତୁ ନିଜ ଭାଇକୁ ଘୃଣା କରେ, ତବେେ ସେ ଏପର୍ୟ୍ଯନ୍ତ ଅନ୍ଧକାର ରେ ରହିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଆପଣା ଭାଇକୁ ଘୃଣା କରି କହେ ଯେ, ସେ ଜ୍ୟୋତିଃରେ ଅଛି, ସେ ଏପର୍ଯ୍ୟନ୍ତ ସୁଦ୍ଧା ଅନ୍ଧକାରରେ ଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦି କେହି କହେ, ଏହି ଆଲୋକରେ ତା’ର ସ୍ଥିତି, ଅଥଚ ସେ ତା’ ଭାଇକୁ ଘୃଣା କରୁଥାଏ, ସେ ଅଦ୍ୟାପି ଅନ୍ଧକାର ନିବାସୀ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ଆଲୋକରେ ଅଛି ବୋଲି କୁହେ କିନ୍ତୁ ନିଜ ଭାଇକୁ ଘୃଣା କରେ, ତେବେ ସେ ଏପର୍ଯ୍ୟନ୍ତ ଅନ୍ଧକାରରେ ରହିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଆପଣା ଭାଇକୁ ଘୃଣା କରି କହେ ଯେ, ସେ ଜ୍ୟୋତିଃରେ ଅଛି, ସେ ଏପର୍ଯ୍ୟନ୍ତ ସୁଦ୍ଧା ଅନ୍ଧକାରରେ ଅଛି।
Odia IRV 2017 (ଓଡିଆ ବାଇବେଲ)
ଯେ ଆପଣା ଭାଇକୁ ଘୃଣା କରି କହେ ଯେ, ସେ ଜ୍ୟୋତିଃରେ ଅଛି, ସେ ଏପର୍ଯ୍ୟନ୍ତ ସୁଦ୍ଧା ଅନ୍ଧକାରରେ ଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಪ್ನಿ ಉಜ್ವೊಡಾತ್ ಹಾಂವ್ ಮನುನ್ ಅಪ್ನಾಚ್ಯಾ ಭಾವ್-ಭೆನಿಯಾಕ್ನಿ ಧುರ್ ಕರ್ತಾತ್, ತೆನಿ ಅಜುನ್ಬಿ ಕಾಳ್ಕಾತುಚ್ ಹಾತ್.