1 John 3:1 — Compare Translations
7 translations compared side by side
Odia - 1840
"ପରମପିତା ଆମ୍ଭମାନଙ୍କୁ ଅତ୍ଯଧିକ ପ୍ ରମେ କଲେ। ଆମ୍ଭେ ପରମେଶ୍ବରଙ୍କର ସନ୍ତାନ ରୂପେ ନାମିତ ହବୋ ଦ୍ବାରା ଆମ୍ଭ ପ୍ରତି ତାଙ୍କର ମହାନ୍ ପ୍ ରମେ ପ୍ରକାଶ ପାଏ। ଆମ୍ଭେ ପ୍ରକୃତ ରେ ତାଙ୍କର ସନ୍ତାନ ଅଟୁ। କିନ୍ତୁ ଏ ଜଗତ (ଯେଉଁମାନେ ବିଶ୍ବାସ କରନ୍ତି ନାହିଁ) ପରମେଶ୍ବରଙ୍କୁ ଚିହ୍ନିପାରି ନ ଥିବାରୁ ଆମ୍ଭକୁ ମଧ୍ଯ ପରମେଶ୍ବରଙ୍କ ସନ୍ତାନ ବୋଲି ଚିହ୍ନି ପାରୁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ପିତା ଆମ୍ଭମାନଙ୍କୁ କିପ୍ରକାର ପ୍ରେମ ଦାନ କରିଅଛନ୍ତି ଯେ, ଆମ୍ଭେମାନେ ଈଶ୍ଵରଙ୍କ ସନ୍ତାନ ବୋଲି ଖ୍ୟାତ ହେବୁ, ଆଉ ଆମ୍ଭେମାନେ ତାହା ହିଁ ଅଟୁ । ଏଥିସକାଶେ ଜଗତ ଆମ୍ଭମାନଙ୍କୁ ଚିହ୍ନୁ ନାହିଁ, କାରଣ ତାହା ତାହାଙ୍କୁ ଚିହ୍ନି ନ ଥିଲା। ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ଆମକୁ କେଡ଼େ ପ୍ରେମ କରନ୍ତି, ଟିକିଏ ଚିନ୍ତା କରି ଦେଖ। ଆମ ପ୍ରତି ତାଙ୍କ ପ୍ରେମ ଏତେ ପ୍ରଚୁର ଯେ, ଆମେ ତାଙ୍କର ସନ୍ତାନ ରୂପେ ନାର୍ମିତ ହୋଇଛୁ। ବାସ୍ତବରେ ଆମେ ତାଙ୍କର ସନ୍ତାନ- ସେଥିପାଇଁ ଜଗତ ଈଶ୍ୱରଙ୍କୁ ଜାଣି ନ ଥିବାରୁ, ଆମକୁ ମଧ୍ୟ ଚିହ୍ନିପାରେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ପରମେଶ୍ୱରଙ୍କ ସନ୍ତାନ ପରମପିତା ଆମ୍ଭମାନଙ୍କୁ ଅତ୍ୟଧିକ ପ୍ରେମ କଲେ। ଆମ୍ଭେ ପରମେଶ୍ୱରଙ୍କର ସନ୍ତାନ ରୂପେ ନାମିତ ହେବା ଦ୍ୱାରା ଆମ୍ଭ ପ୍ରତି ତାଙ୍କର ମହାନ୍ ପ୍ରେମ ପ୍ରକାଶ ପାଏ। ଆମ୍ଭେ ପ୍ରକୃତରେ ତାଙ୍କର ସନ୍ତାନ ଅଟୁ। କିନ୍ତୁ ଏ ଜଗତ (ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ) ପରମେଶ୍ୱରଙ୍କୁ ଚିହ୍ନି ପାରି ନ ଥିବାରୁ ଆମ୍ଭକୁ ମଧ୍ୟ ପରମେଶ୍ୱରଙ୍କ ସନ୍ତାନ ବୋଲି ଚିହ୍ନି ପାରୁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ପିତା ଈଶ୍ବର ଆମ୍ଭମାନଙ୍କୁ କି ପ୍ରକାର ପ୍ରେମ ଦାନ କରିଅଛନ୍ତି ଯେ, ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ଖ୍ୟାତ ହେବୁ, ଆଉ ଆମ୍ଭେମାନେ ତାହା ହିଁ ଅଟୁ। ଏଥିସକାଶେ ଜଗତ ଆମ୍ଭମାନଙ୍କୁ ଚିହ୍ନୁ ନାହିଁ, କାରଣ ତାହା ତାହାଙ୍କୁ ଚିହ୍ନି ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଦେଖ, ପିତା ଆମ୍ଭମାନଙ୍କୁ କି ପ୍ରକାର ପ୍ରେମ ଦାନ କରିଅଛନ୍ତି ଯେ, ଆମ୍ଭେମାନେ ଈଶ୍ୱରଙ୍କ ସନ୍ତାନ ବୋଲି ଖ୍ୟାତ ହେବୁ, ଆଉ ଆମ୍ଭେମାନେ ତାହା ହିଁ ଅଟୁ । ଏଥିସକାଶେ ଜଗତ ଆମ୍ଭମାନଙ୍କୁ ଚିହ୍ନୁ ନାହିଁ, କାରଣ ତାହା ତାହାଙ୍କୁ ଚିହ୍ନି ନ ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬಾಬಾನ್ ಅಮ್ಚೊ ಕವ್ಡೊ ಲೈ ಪ್ರೆಮ್ ಕರ್ಲಾ ಮನುನ್ ಬಗಾ! ಅಮ್ಕಾ ದೆವಾಚಿ ಪೊರಾ ಮನುನ್ ಬಲ್ವು ಸಾರ್ಕೆ ಕರ್ಲ್ಯಾನ್, ಖರೆ ಮಟ್ಲ್ಯಾರ್ ಅಮಿ ದೆವಾಚಿ ಪೊರಾ, ಜಗ್ ಅಮ್ಕಾ ವಳ್ಕಿನಾ. ಕಶ್ಯಾಕ್ ಮಟ್ಲ್ಯಾರ್ ತೊ ದೆವಾಕ್ ವಳ್ಕಿನಾವ್.