1 John 3:10 — Compare Translations

7 translations compared side by side

Odia - 1840
"ତେଣୁ କେଉଁମାନେ ପରମେଶ୍ବର ସନ୍ତାନ ଓ କେଉଁମାନେ ଶୟତାନର ସନ୍ତାନ, ତାହା ତୁମ୍ଭମାନେେ ଜାଣି ପାରିବ। ଯେଉଁମାନେ ସତ୍କର୍ମ କରନ୍ତି ନାହିଁ, ସମାନେେ ପରମେଶ୍ବରଙ୍କର ସନ୍ତାନ ନୁହଁନ୍ତି, ଯେ କହେି ନିଜ ଭାଇକୁ ପ୍ ରମେ କରେ ନାହିଁ, ସେ ମଧ୍ଯ ଈଶ୍ବରଙ୍କର ସନ୍ତାନ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ କିଏ ଈଶ୍ଵରଙ୍କ ସନ୍ତାନ ଓ କିଏ ଶୟତାନର ସନ୍ତାନ, ଏହା ପ୍ରକାଶିତ ହୁଏ; ଯେକେହି ଧର୍ମାଚରଣ କରେ ନାହିଁ, କିଅବା ଆପଣା ଭାଇକୁ ପ୍ରେମ କରେ ନାହିଁ, ସେ ଈଶ୍ଵରଙ୍କଠାରୁ ଜାତ ନୁହେଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ସନ୍ତାନ ଓ ଶୟତାନର ସନ୍ତାନମାନଙ୍କ ମଧ୍ୟରେ ଏହି ହେହଉଛି ପାର୍ଥକ୍ୟୃ: ଯେ ସତ୍କର୍ମ କରେ ନାହିଁ, କିଅବା ନିଜ ଭାଇକୁ ପ୍ରେମ କରେ ନାହିଁ, ସେ ଈଶ୍ୱରଙ୍କ ସନ୍ତାନ ନୁହେଁ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ କେଉଁମାନେ ପରମେଶ୍ୱର ସନ୍ତାନ ଓ କେଉଁମାନେ ଶୟତାନର ସନ୍ତାନ, ତାହା ତୁମ୍ଭେମାନେ ଜାଣି ପାରିବ। ଯେଉଁମାନେ ସ‌‌‌‌‌ତ୍‌‌‌‌‌କର୍ମ କରନ୍ତି ନାହିଁ, ସେମାନେ ପରମେଶ୍ୱରଙ୍କର ସନ୍ତାନ ନୁହନ୍ତି, ଯେ କେହି ନିଜ ଭାଇକୁ ପ୍ରେମ କରେ ନାହିଁ, ସେ ମଧ୍ୟ ଈଶ୍ୱରଙ୍କର ସନ୍ତାନ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ କିଏ ଈଶ୍ବରଙ୍କ ସନ୍ତାନ ଓ କିଏ ଶୟତାନର ସନ୍ତାନ, ଏହା ପ୍ରକାଶିତ ହୁଏ; ଯେ କେହି ଧର୍ମାଚରଣ କରେ ନାହିଁ, କିଅବା ଆପଣା ଭାଇକୁ ପ୍ରେମ କରେ ନାହିଁ, ସେ ଈଶ୍ବରଙ୍କଠାରୁ ଜାତ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ କିଏ ଈଶ୍ୱରଙ୍କ ସନ୍ତାନ ଓ କିଏ ଶୟତାନର ସନ୍ତାନ, ଏହା ପ୍ରକାଶିତ ହୁଏ; ଯେ କେହି ଧର୍ମାଚରଣ କରେ ନାହିଁ, କିଅବା ଆପଣା ଭାଇକୁ ପ୍ରେମ କରେ ନାହିଁ, ସେ ଈଶ୍ୱରଙ୍କଠାରୁ ଜାତ ନୁହେଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾ ವೈನಾ ದೆವಾಚಿ ಅನಿ ಸೈತಾನಾಚಿ ಪೊರಾ ಕೊನ್ ಮನುನ್ ಕಳ್ತಾ, ನಿತಿನ್ ಚಲಿನಸಲ್ಲೊ ಅಪ್ನಾಚ್ಯಾ ಭಾವಾಕ್ನಿ ಪ್ರೆಮಾನ್ ಬಗಿನಸಲ್ಲೊ ದೆವಾಕ್ ಸಮಂದ್ ಪಡಿನಸಲ್ಲೊ.