1 John 3:11 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ଆରମ୍ଭରୁ ଏହି ଶିକ୍ଷା ଶୁଣିଛ, ଆମ୍ଭର ପରସ୍ପରକୁ ନିଶ୍ଚୟ ପ୍ ରମେ କରିବା ଉଚିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭମାନଙ୍କର ଯେ ପରସ୍ପରକୁ ପ୍ରେମ କରିବା କର୍ତ୍ତବ୍ୟ, ଏହି ବାଣୀ ତୁମ୍ଭେମାନେ ଆଦ୍ୟରୁ ଶୁଣିଅଛ;
Odia BSI (ପବିତ୍ର ବାଇବଲ (CL) NT (BSI))
ଜଣେ ଅନ୍ୟ ଜଣକୁ ପେମ କରିବାକୁ ହେବ, ଏହି ବାର୍ତ୍ତା ଆଦ୍ୟରୁ ଶୁଣିଛୁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ନିଶ୍ଚୟ ପରସ୍ପରକୁ ଭଲ ପାଇବା ଉଚିତ୍ ତୁମ୍ଭେମାନେ ଆରମ୍ଭରୁ ଏହି ଶିକ୍ଷା ଶୁଣିଛ, ଆମ୍ଭର ପରସ୍ପରକୁ ନିଶ୍ଚୟ ପ୍ରେମ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭମାନଙ୍କର ଯେ ପରସ୍ପରକୁ ପ୍ରେମ କରିବା କର୍ତ୍ତବ୍ୟ, ଏହି ବାଣୀ ତୁମ୍ଭେମାନେ ଆଦ୍ୟରୁ ଶୁଣିଅଛ;
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭମାନଙ୍କର ଯେ ପରସ୍ପରକୁ ପ୍ରେମ କରିବା କର୍ତ୍ତବ୍ୟ, ଏହି ବାଣୀ ତୁମ୍ଭେମାନେ ଆଦ୍ୟରୁ ଶୁଣିଅଛ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಎಕಾಮೆಕಾಕ್ ಪ್ರೆಮ್ ಕರುಚೆ, ಹಿಚ್ ಅದ್ದಿಚ್ಯಾನುಚ್ ಆಯ್ಕುನ್ಗೆತ್ ಯೆಲ್ಲಿ ಬರಿ ಖಬರ್.