1 John 3:13 — Compare Translations
7 translations compared side by side
Odia - 1840
"ଭାଇ ଓ ଭଉଣୀମାନେ, ଯଦି ଜଗତ ତୁମ୍ଭକୁ ଘୃଣା କରେ, ତବେେ ଆଶ୍ଚର୍ୟ୍ଯ ହୁଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଭାଇମାନେ, ଜଗତ ତୁମ୍ଭମାନଙ୍କୁ ଘୃଣା କଲେ, ଆଶ୍ଚର୍ଯ୍ୟଜ୍ଞାନ କର ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅତଏବ, ଏହି ଜଗତର ଲୋକେ ତୁମ୍ଭମାନଙ୍କୁ ଯେ ଘୃଣା କରନ୍ତି, ଏଥିରେ ଆଶ୍ଚର୍ଯ୍ୟ ହୁଅ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଭାଇ ଓ ଭଉଣୀମାନେ, ଯଦି ଜଗତ ତୁମ୍ଭକୁ ଘୃଣା କରେ, ତେବେ ଆଶ୍ଚର୍ଯ୍ୟ ହୁଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଭାଇମାନେ, ଜଗତ ତୁମ୍ଭମାନଙ୍କୁ ଘୃଣା କଲେ, ଆଶ୍ଚର୍ଯ୍ୟଜ୍ଞାନ କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହେ ଭାଇମାନେ, ଜଗତ ତୁମ୍ଭମାନଙ୍କୁ ଘୃଣା କଲେ, ଆଶ୍ଚର୍ଯ୍ୟ ଜ୍ଞାନ କର ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಭಾವಾನು ಅನಿ ಭೆನಿಯಾನು, ಹ್ಯಾ ಜಗಾಚಿ ಲೊಕಾ ತುಮ್ಕಾ ವಿರೊದ್ ಕರ್ತಾನಾ ಅಜಾಪ್ ಹೊವ್ನಕಾಸಿ.