1 John 3:14 — Compare Translations

7 translations compared side by side

Odia - 1840
"ଆମ୍ଭେ ଜାଣୁ ଯେ, ଆମ୍ଭେ ମୃତ୍ଯୁର ସୀମା ପାରି ହାଇେ ଜୀବନ ରେ ପ୍ରବେଶ କରିଛୁ, କାରଣ ଆମ୍ଭେ ନିଜ ଭାଇ ଓ ଭଉଣୀମାନଙ୍କୁ ପ୍ ରମେ କରୁ। ଯେଉଁ ଲୋକ ପ୍ ରମେ କରେ ନାହିଁ, ସେ ମୃତ୍ଯୁ ସୀମା ମଧିଅରେ ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛୁ, ଯେଣୁ ଆମ୍ଭେମାନେ ଭାଇମାନଙ୍କୁ ପ୍ରେମ କରୁଅଛୁ । ଯେ ପ୍ରେମ କରେ ନାହିଁ, ସେ ମୃତ୍ୟୁର ଅଧୀନରେ ଥାଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ଜାଣୁ ଯେ, ଏବେ ଆମେ ମୃତ୍ୟକୁ ଅତିକ୍ରମ କରି ଜୀବନ ଲାଭ କରିଛୁ। ଏହା ନିଶ୍ଚିତ ଭାବରେ ଜାଣୁ, କାରଣ ଏବେ ଆମେ ଭାଇମାନଙ୍କୁ ପ୍ରେମ କରୁଛୁ। ଯେ ପ୍ରେମ କରେ ନାହିଁ, ସେ ମୃତ୍ୟର ଅଧୀନ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଜାଣୁ ଯେ, ଆମ୍ଭେ ମୃତ୍ୟୁର ସୀମା ପାରି ହୋଇ ଜୀବନରେ ପ୍ରବେଶ କରିଛୁ, କାରଣ ଆମ୍ଭେ ନିଜ ଭାଇ ଓ ଭଉଣୀମାନଙ୍କୁ ପ୍ରେମ କରୁ। ଯେଉଁ ଲୋକ ପ୍ରେମ କରେ ନାହିଁ, ସେ ମୃତ୍ୟୁ ସୀମା ମଧ୍ୟରେ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛୁ, ଯେଣୁ ଆମ୍ଭେମାନେ ଭାଇମାନଙ୍କୁ ପ୍ରେମ କରୁଅଛୁ। ଯେ ପ୍ରେମ କରେ ନାହିଁ, ସେ ମୃତ୍ୟୁର ଅଧୀନରେ ଥାଏ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛୁ, ଯେଣୁ ଆମ୍ଭେମାନେ ଭାଇମାନଙ୍କୁ ପ୍ରେମ କରୁଅଛୁ। ଯେ ପ୍ରେମ କରେ ନାହିଁ, ସେ ମୃତ୍ୟୁର ଅଧିନରେ ଥାଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಮರ್‍ನಾಕ್ ಸೊಡುನ್, ಶಾಶ್ವತ್ ಜಿವನಾತ್ ಹಾವ್ ಮನ್ತಲೆ ತುಮ್ಕಾ ಗೊತ್ತ್ ಹಾಯ್. ಅನಿ ಭಾವಾಂಚೊ ಅನಿ ಭೆನಿಯಾಂಚೊ ಪ್ರೆಮ್ ಕರ್ತಾಂವ್ ಮನುನ್ ಹೆ ಅಮ್ಕಾ ಕಳ್ತಾ, ಜೆ ಕೊನ್ ಪ್ರೆಮ್ ಕರಿನಾ ತೊ ಅಜುನ್ಬಿ ಮರ್ನಾಚ್ಯಾ ಪಾಸೆತ್ ಹಾಯ್.