1 John 3:15 — Compare Translations

7 translations compared side by side

Odia - 1840
"ନିଜ ଭାଇକୁ ଘୃଣା କରୁଥିବା ପ୍ରେତ୍ୟକକ ଲୋକ ନିଜେ ହତ୍ଯାକାରୀ ଅଟେ। ତୁମ୍ଭେ ତ ଜାଣିଛ ଯେ, କୌଣସି ହତ୍ଯାକାରୀଠା ରେ ଅନନ୍ତ ଜୀବନ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେକେହି ଆପଣା ଭାଇକୁ ଘୃଣା କରେ, ସେ ନରଘାତକ; ଆଉ ନରଘାତକଠାରେ ଯେ ଅନ; ଜୀବନ ନ ଥାଏ, ଏହା ତୁମ୍ଭେମାନେ ଜାଣ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ ତା’ ଭାଇକୁ ଘୃଣା କରେ, ସେ ଜଣେ ନରହନ୍ତା। ନରହନ୍ତାର ଅନନ୍ତ ଜୀବନରେ ଅଧିକାର ନାହିଁ ବୋଲି ତୁମେ ଜାଣିଛ।
Odia Bible ERV 2004 (ପବିତ୍ର ବାଇବଲ)
ନିଜ ଭାଇକୁ ଘୃଣା କରୁଥିବା ପ୍ରତ୍ୟେକ ଲୋକ ନିଜେ ହତ୍ୟାକାରୀ ଅଟେ। ତୁମ୍ଭେ ତ ଜାଣିଛ ଯେ, କୌଣସି ହତ୍ୟାକାରୀଠାରେ ଅନନ୍ତ ଜୀବନ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ କେହି ଆପଣା ଭାଇକୁ ଘୃଣା କରେ, ସେ ନରଘାତକ; ଆଉ ନରଘାତକଠାରେ ଯେ ଅନନ୍ତ ଜୀବନ ନ ଥାଏ, ଏହା ତୁମ୍ଭେମାନେ ଜାଣ।
Odia IRV 2017 (ଓଡିଆ ବାଇବେଲ)
ଯେ କେହି ଆପଣା ଭାଇକୁ ଘୃଣା କରେ, ସେ ନରଘାତକ; ଆଉ ନରଘାତକଠାରେ ଯେ ଅନନ୍ତ ଜୀବନ ନ ଥାଏ, ଏହା ତୁମ୍ଭେମାନେ ଜାଣ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಪ್ನಾಚ್ಯಾ ಭಾವಾಚ್ಯಾ ಅನಿ ಭೆನಿಚ್ಯಾ ವಿರೊದ್ ಕರ್ತಲೊ ಹರಿ ಎಕ್ಲೊಬಿ ಖುನಿಗಾರ್ ಹೊವ್ನ್ ರ್‍ಹಾತಾ. ಅನಿ ಖುನಿಗಾರಾಚ್ಯಾ ಭುತ್ತುರ್ ಕನ್ನಾಚ್ ಮರಾನ್ ನಸಲ್ಲೆ ಜಿವನ್ ರ್‍ಹಾಯ್ನಾ ಮನುನ್ ತುಮ್ಕಾ ಗೊತ್ತ್ ಹಾಯ್.