1 John 3:16 — Compare Translations

7 translations compared side by side

Odia - 1840
"ଯୀଶୁ ଆମ୍ଭମାନଙ୍କ ପାଇଁ ନିଜ ଜୀବନ ଦଇେଛନ୍ତି। ଏଥିରୁ ପ୍ରକୃତ ପ୍ ରମେ କ'ଣ, ତାହା ଆମ୍ଭେ ଜାଣିଛୁ। ଆମ୍ଭେ ମଧ୍ଯ ନିଜ ଭାଇମାନଙ୍କ ପାଇଁ ଜୀବନ ଦାନ କରିବା ଉଚିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆମ୍ଭମାନଙ୍କ ନିମନ୍ତେ ଆପଣା ପ୍ରାଣ ଦାନ କରିବା ଦ୍ଵାରା ଆମ୍ଭେମାନେ ପ୍ରେମର ପରିଚୟ ପାଇଅଛୁ; ପୁଣି ଭାଇମାନଙ୍କ ନିମନ୍ତେ ଆମ୍ଭମାନଙ୍କର ମଧ୍ୟ ପ୍ରାଣ ଦାନ କରିବା ଉଚିତ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ ପାଇଁ ଖ୍ରୀଷ୍ଟଙ୍କର ଆତ୍ମବଳିଦାନରୁ ଆମ୍ଭେମାନେ ପ୍ରେମ ଶିକ୍ଷା କରିଛୁ। ଭାଇମାନଙ୍କ ପାଇଁ ଆତ୍ମବଳିଦା କରିବାକୁ ଆମେ ମଧ୍ୟ ପ୍ରସ୍ଥୁତ ହୋଇ ରହିବା ଉଚିତ୍।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଆମ୍ଭମାନଙ୍କ ପାଇଁ ନିଜ ଜୀବନ ଦେଇଛନ୍ତି। ଏଥିରୁ ପ୍ରକୃତ ପ୍ରେମ କ’ଣ, ତାହା ଆମ୍ଭେ ଜାଣିଛୁ। ଆମ୍ଭେ ମଧ୍ୟ ନିଜ ଭାଇମାନଙ୍କ ପାଇଁ ଜୀବନ ଦାନ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆମ୍ଭମାନଙ୍କ ନିମନ୍ତେ ଆପଣା ପ୍ରାଣ ଦାନ କରିବା ଦ୍ୱାରା ଆମ୍ଭେମାନେ ପ୍ରେମର ପରିଚୟ ପାଇଅଛୁ; ପୁଣି, ଭାଇମାନଙ୍କ ନିମନ୍ତେ ଆମ୍ଭମାନଙ୍କର ମଧ୍ୟ ପ୍ରାଣ ଦାନ କରିବା ଉଚିତ।
Odia IRV 2017 (ଓଡିଆ ବାଇବେଲ)
ସେ ଆମ୍ଭମାନଙ୍କ ନିମନ୍ତେ ଆପଣା ପ୍ରାଣ ଦାନ କରିବା ଦ୍ୱାରା ଆମ୍ଭେମାନେ ପ୍ରେମର ପରିଚୟ ପାଇଅଛୁ; ପୁଣି, ଭାଇମାନଙ୍କ ନିମନ୍ତେ ଆମ୍ଭମାନଙ୍କର ମଧ୍ୟ ପ୍ରାଣ ଦାନ କରିବା ଉଚିତ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕ್ರಿಸ್ತಾನ್ ಅಮ್ಚ್ಯಾಸಾಟ್ನಿ ಜಿವ್ ದಿಲ್ಲ್ಯಾ ವೈನಾ ದೆವಾಚೊ ಪ್ರೆಮ್ ಕಸ್ಲೊ ಮನುನ್ ಅಮ್ಕಾ ಕಳ್ತಾ, ತನ್ನಾ ಅಮ್ಚ್ಯಾ ಭಾವಾಚ್ಯಾ ಅನಿ ಭೆನಿಚ್ಯಾಸಾಟ್ನಿ ಅಮಿಬಿ ಅಮ್ಚೊ ಜಿವ್ ದಿವ್ಕ್ ಪಾಜೆ.